ସମ୍ବଲପୁର: ବିଜେପି ମହିଳା କର୍ମୀ-ପୋଲିସ ଧସ୍ତାଧସ୍ତି

ସମ୍ବଲପୁର: ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ ବେଳେ ବିଜେପି ମହିଳା କର୍ମୀଙ୍କୁ ଅଟକ ରଖାଯିବା ଘଟଣାକୁ ନେଇ ଆଜି ଦଳ ରାସ୍ତାକୁ ଓହ୍ଲାଇଥିବା ବେଳେ ପୋଲିସ ସହ ଧସ୍ତାଧସ୍ତି ହୋଇଛି। ଏହି ଘଟଣାରେ ଦୁଇଜଣ ବିଜେପି କର୍ମୀ ଆହତ ହୋଇଛନ୍ତି। ଫେବୃୟାରୀ ୨୭ ତାରିଖରେ ମୁଖ୍ୟମନ୍ତ୍ରୀ ସମ୍ବଲପୁର ଗସ୍ତ ବେଳେ କିଛି ବିଜେପି କର୍ମୀଙ୍କୁ ପୋଲିସ ଥାନାରେ ଅଟକ ରଖିଥିଲା। ଏହାର ପ୍ରତିବାଦରେ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଶତାଧିକ କର୍ମୀ ଶୋଭାଯାତ୍ରାରେ ଆସି ଉତ୍ତରାଞ୍ଚଳ ଡିଆଇଜି ଅଫିସ […]

smb-bjp

smb-bjp

Rakesh Mallick
  • Published: Friday, 04 March 2016
  • Updated: 04 March 2016, 01:10 PM IST

Sports

Latest News

ସମ୍ବଲପୁର: ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ ବେଳେ ବିଜେପି ମହିଳା କର୍ମୀଙ୍କୁ ଅଟକ ରଖାଯିବା ଘଟଣାକୁ ନେଇ ଆଜି ଦଳ ରାସ୍ତାକୁ ଓହ୍ଲାଇଥିବା ବେଳେ ପୋଲିସ ସହ ଧସ୍ତାଧସ୍ତି ହୋଇଛି। ଏହି ଘଟଣାରେ ଦୁଇଜଣ ବିଜେପି କର୍ମୀ ଆହତ ହୋଇଛନ୍ତି।

ଫେବୃୟାରୀ ୨୭ ତାରିଖରେ ମୁଖ୍ୟମନ୍ତ୍ରୀ ସମ୍ବଲପୁର ଗସ୍ତ ବେଳେ କିଛି ବିଜେପି କର୍ମୀଙ୍କୁ ପୋଲିସ ଥାନାରେ ଅଟକ ରଖିଥିଲା। ଏହାର ପ୍ରତିବାଦରେ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଶତାଧିକ କର୍ମୀ ଶୋଭାଯାତ୍ରାରେ ଆସି ଉତ୍ତରାଞ୍ଚଳ ଡିଆଇଜି ଅଫିସ ଘେରାଉ କରିଥିଲେ। ଘେରାଉ ବେଳେ ପୋଲିସ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ସେଠାରେ ଦୁଇଜଣ ମହିଳା କର୍ମୀ ଚେତାଶୂନ୍ୟ ହୋଇଯିବାରୁ ମେଡିକାଲରେ ଭର୍ତ୍ତି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos