ସମ୍ବଲପୁରରେ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ସମ୍ବଲପୁର ଗସ୍ତରେ ଯାଇ  ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏକ ସ୍ୱତନ୍ତ୍ର ହେଲିକପ୍ଟରରେ ଯାଇ  ସମ୍ବଲପୁରରେ ପହଞ୍ଚିଥିଲେ। ସେଠାରେ ସେ ବୁର୍ଲା ଭିଏସ୍‌ଏସୟୁଟିର ହୀରକ ଜୟନ୍ତୀ ସମାରୋହ ଉଦଘାଟନ କରିଥିଲେ। ପରେ ସେ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ ଏକାଡେମିକ ବ୍ଲକ୍ ଛାତ୍ରାବାସ ଏବଂ ଆମ୍ପିଥିଏଟରର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।  ପରେ ସେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଓ ସମ୍ବଲପୁର ପିଏଚ୍‌ଡି […]

cmo

Rakesh Mallick
  • Published: Sunday, 19 March 2017
  • , Updated: 19 March 2017, 02:36 PM IST

ସମ୍ବଲପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ସମ୍ବଲପୁର ଗସ୍ତରେ ଯାଇ  ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏକ ସ୍ୱତନ୍ତ୍ର ହେଲିକପ୍ଟରରେ ଯାଇ  ସମ୍ବଲପୁରରେ ପହଞ୍ଚିଥିଲେ। ସେଠାରେ ସେ ବୁର୍ଲା ଭିଏସ୍‌ଏସୟୁଟିର ହୀରକ ଜୟନ୍ତୀ ସମାରୋହ ଉଦଘାଟନ କରିଥିଲେ। ପରେ ସେ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ ଏକାଡେମିକ ବ୍ଲକ୍ ଛାତ୍ରାବାସ ଏବଂ ଆମ୍ପିଥିଏଟରର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।  ପରେ ସେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଓ ସମ୍ବଲପୁର ପିଏଚ୍‌ଡି ପଡ଼ିଆରେ ଭିନ୍ନକ୍ଷମ ଉପକରଣ ବଣ୍ଟନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ନବୀନ।

Related story