ସମ୍ୱଲପୁର: ବିଷାକ୍ତ ଫଳ ଖାଇ ୧୫ ଛାତ୍ର ଅସୁସ୍ଥ

sambulpurସମ୍ୱଲପୁର: ସମ୍ୱଲପୁରରେ ବିଷାକ୍ତ ଫଳ ଖାଇ ପ୍ରାୟ ୧୫ ଜଣ ଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ଜିଲ୍ଲା ସଦର ହସପିଟାଲରେ ସେମାନଙ୍କର ଚିକିତ୍ସା ଚାଲିଛି। ପାଞ୍ଚଗୋଛିଆ ଅଂଚଳର ଏହି ପିଲାମାନେ ଭିନ୍ନ ଭିନ୍ନ ଉଚ୍ଚ ପ୍ରାଥମିକ ସ୍କୁଲର ଛାତ୍ର। ସମସ୍ତଙ୍କ  ବୟସ ୫ ରୁ ୧୨ ମଧ୍ୟରେ ହେବ।

ଅବିଭାବକମାନଙ୍କ କହିବା ଅନୁସାରେ ପିଲାମାନେ ସ୍କୁଲରୁ ଫେରିବା ବେଳେ ଏକ ଜଡ଼ା ଗଛରୁ ଫଳତୋଳି ଖାଇଥିଲେ। ପରେ ସମସ୍ତଙ୍କ ବାନ୍ତି ହେବା ସହ ମୁଣ୍ଡ ବୁଲାଇବା ଭଳି ଲକ୍ଷଣ ଦେଖାଦେଇଥିଲା। ଏହାପରେ ସେମାନଙ୍କୁ ସଦର ହସପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଚିକିତ୍ସା ପରେ ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ଠିକ୍ ଥିବା ଡାକ୍ତର କହିଛନ୍ତି ।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’