୭ ଦଫା ଦାବିରେ ବେଗୁନିଆ ବ୍ଲକ୍ ଅଫିସ ସମ୍ମୁଖରେ ବିଜେପିର ବିକ୍ଷୋଭ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକରେ ବିଜୁପକା ଘର, ଇନ୍ଦିରା ଆବାସ , ଖାଉଟି କାର୍ଡ, ବାର୍ଦ୍ଧକ୍ୟ ଓ ବିଧବା ଭତ୍ତା ହିତାଧିକାରୀ ଚୟନରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ଆଣିଛି ଭାରତୀୟ ଜନତା ପାର୍ଟି। ଏହାର ପ୍ରତିବାଦରେ ଭାଜପାର ବେଗୁନିଆ ଶାଖା ପକ୍ଷରୁ ଶନିବାର ୭ ଦଫା ଦାବି ନେଇ ବେଗୁନିଆ ବ୍ଲକ୍ ଅଫିସ୍ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଦଳୀୟ ନେତା ଓ କର୍ମୀମାନେ ଏକ ଶୋଭାଯାତ୍ରାରେ ଆସି ଏଠାରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। […]

garau

Rakesh Mallick
  • Published: Saturday, 10 October 2015
  • , Updated: 10 October 2015, 09:25 AM IST

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକରେ ବିଜୁପକା ଘର, ଇନ୍ଦିରା ଆବାସ , ଖାଉଟି କାର୍ଡ, ବାର୍ଦ୍ଧକ୍ୟ ଓ ବିଧବା ଭତ୍ତା ହିତାଧିକାରୀ ଚୟନରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ଆଣିଛି ଭାରତୀୟ ଜନତା ପାର୍ଟି। ଏହାର ପ୍ରତିବାଦରେ ଭାଜପାର ବେଗୁନିଆ ଶାଖା ପକ୍ଷରୁ ଶନିବାର ୭ ଦଫା ଦାବି ନେଇ ବେଗୁନିଆ ବ୍ଲକ୍ ଅଫିସ୍ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଦଳୀୟ ନେତା ଓ କର୍ମୀମାନେ ଏକ ଶୋଭାଯାତ୍ରାରେ ଆସି ଏଠାରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହା ସହିତ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ପ୍ରଦାନ କରିଥିଲେ।

Related story