ବଲାଙ୍ଗିର: ଶିକ୍ଷୟିତ୍ରୀଙ୍କ ବଦଳି ପ୍ରତିବାଦରେ ସ୍କୁଲରେ ତାଲା ପକାଇଲେ ଅଭିଭାବକ

ବଲାଙ୍ଗିର: ବଲାଙ୍ଗିର ସହର ଚିମନୀଭାଟି ପଡାରେ ଥିବା ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ମମତା ସାହୁଙ୍କ ବଦଳି ପ୍ରତିବାଦରେ ଅଭିଭାବକମାନେ ସ୍କୁଲରେ ତାଲା ପକାଇ ଦେଇଛନ୍ତି।ତୁରନ୍ତ ଶିକ୍ଷୟିତ୍ରୀଙ୍କ ବଦଳି ଆଦେଶ ବାତିଲ କରିବା ଦାବିରେ ଶତାଧିକା ଅଭିଭାବକ ତାଲା ପକାଇବା ସହ ଛାତ୍ରଛାତ୍ରୀଙ୍କ ସହିତ ସ୍କୁଲ ସମ୍ମୁଖରେ ଧାରଣାରେ ବସିଥିଲେ। ଅଭିଭାବକମାନେ ଅଭିଯୋଗ କରିଛନ୍ତି ଯେ, ବିଦ୍ୟାଳୟରେ ମୋଟ ୬୭ ଜଣ ଛାତ୍ରଛାତ୍ରୀ ପଢୁଛନ୍ତି।ଏମାନଙ୍କୁ ଶିକ୍ଷାଦାନ ଲାଗି ୩ଜଣ ଶିକ୍ଷୟିତ୍ରୀ ନିଯୁକ୍ତି ପାଇଛନ୍ତି।ସେମାନଙ୍କ ମଧ୍ୟରୁ ଜଣେ ଅସୁସ୍ଥ ଥିବାରୁ […]

bolangiri1

bolangiri1

Rakesh Mallick
  • Published: Tuesday, 29 September 2015
  • Updated: 01 October 2015, 03:20 AM IST

Sports

Latest News

ବଲାଙ୍ଗିର: ବଲାଙ୍ଗିର ସହର ଚିମନୀଭାଟି ପଡାରେ ଥିବା ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ମମତା ସାହୁଙ୍କ ବଦଳି ପ୍ରତିବାଦରେ ଅଭିଭାବକମାନେ ସ୍କୁଲରେ ତାଲା ପକାଇ ଦେଇଛନ୍ତି।ତୁରନ୍ତ ଶିକ୍ଷୟିତ୍ରୀଙ୍କ ବଦଳି ଆଦେଶ ବାତିଲ କରିବା ଦାବିରେ ଶତାଧିକା ଅଭିଭାବକ ତାଲା ପକାଇବା ସହ ଛାତ୍ରଛାତ୍ରୀଙ୍କ ସହିତ ସ୍କୁଲ ସମ୍ମୁଖରେ ଧାରଣାରେ ବସିଥିଲେ।

ଅଭିଭାବକମାନେ ଅଭିଯୋଗ କରିଛନ୍ତି ଯେ, ବିଦ୍ୟାଳୟରେ ମୋଟ ୬୭ ଜଣ ଛାତ୍ରଛାତ୍ରୀ ପଢୁଛନ୍ତି।ଏମାନଙ୍କୁ ଶିକ୍ଷାଦାନ ଲାଗି ୩ଜଣ ଶିକ୍ଷୟିତ୍ରୀ ନିଯୁକ୍ତି ପାଇଛନ୍ତି।ସେମାନଙ୍କ ମଧ୍ୟରୁ ଜଣେ ଅସୁସ୍ଥ ଥିବାରୁ ଦୁଇଜଣ ନିୟମିତ ପାଠ ପଢାଉଛନ୍ତି।ଏପରି ସ୍ଥିତିରେ ଏହି ଦୁଇ ଜଣଙ୍କ ମଧ୍ୟରୁ ଜଣଙ୍କୁ ବଦଳି କରାଯାଇଥିବାରୁ ପାଠପଢା ବାଧାପ୍ରାପ୍ତ ହେଉଥିବା ଅଭିଭାବକମାନେ ଅଭିଯୋଗରେ ଦର୍ଶାଇଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story