କନ୍ଧମାଳ: କନ୍ଧମାଳ ଜିଲ୍ଲା ଥାନା ଅନ୍ତର୍ଗତ ଘୋଡାପଥର ଗ୍ରାମର ଜଣେ କଲେଜ ଛାତ୍ର ଘରୁ ବାହାରକୁ ଯାଇଥିବା ବେଳେ ସର୍ପାଘାତରେ ମୃତ୍ୟୁ ଘଟିଛି । ସର୍ପାଘାତରେ ସେ ଅସୁସ୍ଥ ହୋଇପଡିବାରୁ ପରିବାର ଲୋକ ତାଙ୍କୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୃ ଘଟିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
୬ ମାସ ହେଲା କଲବଲ କରୁଛନ୍ତି ପିମ୍ପୁଡ଼ି, ଅତିଷ୍ଠ ହେଲେଣି ଗ୍ରାମବାସୀ
ଗାଁରେ ଖେଳି ଯାଇଛି ପିମ୍ପୁଡି ଆତଙ୍କ । ୬ ମାସ ହେଲା କଲବଲ କରୁଛନ୍ତି । ବଞ୍ଚିବାକୁ ଦେଉ ନାହାନ୍ତି। ପିମ୍ପୁଡ଼ି ଦାଉରେ ଅତିଷ୍ଠ ହୋଇପଡ଼ିଲେଣି ଲୋକେ । ନା ଖାଇ ପାରୁଛନ୍ତି ନା ଶୋଇ ପାରୁଛନ୍ତି।
Crime
ନବଜାତକୁ ୨୦ ହଜାର ଟଙ୍କାରେ ପର ହାତକୁ ଟେକି ଦେଇଥିଲେ ବାପାମା’; ଆନ୍ଧ୍ରରୁ ଉଦ୍ଧାର
ପିଲାଟି ଜନ୍ମ ହେବାର ୯ ଦିନ ପରେ ନିଜର ନବଜାତ ଶିଶୁଟିକୁ ଅନ୍ୟ ହାତକୁ ଟେକି ଦେଇଥିଲେ ବାପାମା’।
Miscellaneous
ଖୋଲିଲା ଧାନ ମଣ୍ଡି, ମନ୍ତ୍ରୀ କହିଲେ- ଚାଷୀଙ୍କ ପାଇଁ ଆଜି ଉତ୍ସବର ଦିନ
ଚଳିତ ବର୍ଷ ମୋହନ ମାଝୀ ସରକାର ଅମଳରେ କଟନୀ ଛଟନୀ ସମସ୍ୟା ରୋକିବାକୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବେଳେ କ୍ୱିଣ୍ଟାଲ ପ୍ରତି ଚାଷୀ ୩୧ ଶହ ଟଙ୍କା ପାଇବେ । ଏଥିସହ ଧାନର କଳାବଜାରୀ ରୋକିବାକୁ ସୀମା ସିଲ୍ କରାଯିବ ।
Crime
୨୫ ଲକ୍ଷର ଅଳଙ୍କାର ଧରି ଫେରୁଥିଲେ ବାପପୁଅ, ଭୁଜାଲି ଦେଖାଇଲେ ଲୁଟେରା
ଦୋକାନୀ ବାପପୁଅ ୨୫ ଲକ୍ଷ ଟଙ୍କାର ଅଳଙ୍କାର ଧରି ଘରକୁ ଫେରୁଥିବା ବେଳେ ବନ୍ଧୁକ, ଭୁଜାଲି ଦେଖାଇ ଲୁଟିନେଲେ ୬ ଲୁଟେରା।
Crime
କଟକରେ ଲଜ୍ଜା; ୮ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ
ଏହି ଘଟଣା ପରେ ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ବାରଙ୍ଗ ପୁଲିସ ତ୍ରିଶୁଳିଆ ଅଞ୍ଚଳରୁ ତାଙ୍କୁ ଗିରଫ କରିଛି।