ଟ୍ରେନ୍‌ ଲାଇନ୍‌ରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ସୋର: ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ଗଞ୍ଜ ଗ୍ରାମର ମକୁନ୍ଦ ବାରିକ୍‌ଙ୍କ ମୃତଦେହ ପୋଲିସ୍‌ ଅଲିପୁର ରେଳ ଫାଟକ ନିକଟରୁ ଉଦ୍ଧାର କରିଛି। ମୃତ ବୃଦ୍ଧ ଜଣକ ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।

ଗତକାଲି ରାତିରେ ମକୁନ୍ଦ ପରିବାର ଲୋକଙ୍କ ଉପରେ ରାଗି ଘରୁ ପଳାଇ ଆସିଥିଲେ। ରାତିରେ ପରିବାର ଲୋକେ ଚାରିଆଡେ ଖୋଜି ଥିଲେ ମଧ୍ୟ ପାଇନଥିଲେ। ଆଜି ସକାଳେ ଅଲିପୁର ରେଳ ଫାଟକ ନିକଟରେ ପଡ଼ିଥିବା ତାଙ୍କ ମୃତଦେହକୁ ପରିବାର ଲୋକେ ଚିହ୍ନି ଥିଲେ।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’