ଟ୍ରେନ୍‌ରୁ ପଡ଼ି ଯୁବକ ଗୁରୁତର

ସୋର: ବାଲେଶ୍ୱର ଜିଲ୍ଲା ସୋର ରେଳ ଷ୍ଟେସନ୍‌ରେ  ଟ୍ରେନ୍‌ରୁ ଖସିପଡ଼ି ବାହାନଗା ବ୍ଲକ  ବାଜଣା ଗାଁର ମୁକ୍ତିକାନ୍ତ ବେହେରା ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି। ସେ ବାଙ୍ଗିରିପୋଷି-ଭୁବନେଶ୍ୱର ଟ୍ରେନ୍‌ରେ ଚଢ଼ୁଥିବା ବେଳେ ଏପରି ଦୁର୍ଘଟଣା ଘଟିଥିଲା।

soro

Rakesh Mallick
  • Published: Thursday, 13 October 2016
  • , Updated: 13 October 2016, 02:33 PM IST

ସୋର: ବାଲେଶ୍ୱର ଜିଲ୍ଲା ସୋର ରେଳ ଷ୍ଟେସନ୍‌ରେ  ଟ୍ରେନ୍‌ରୁ ଖସିପଡ଼ି ବାହାନଗା ବ୍ଲକ  ବାଜଣା ଗାଁର ମୁକ୍ତିକାନ୍ତ ବେହେରା ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି।

ସେ ବାଙ୍ଗିରିପୋଷି-ଭୁବନେଶ୍ୱର ଟ୍ରେନ୍‌ରେ ଚଢ଼ୁଥିବା ବେଳେ ଏପରି ଦୁର୍ଘଟଣା ଘଟିଥିଲା।

Related story