ସୁନ୍ଦରଗଡ଼: ସଡ଼କ ଦୁର୍ଘଟଣାରେ ୨ ମୃତ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ତଲସରା ଥାନା ଅନ୍ତର୍ଗତ ତୁମେଇବାଲ ନିକଟରେ ସଡ଼କ ଦୁର୍ଘଟଣା ଘଟି ୨ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି। ତୁମେଇବାଲ ନିକଟରେ ଏକ ସ୍କୁଟି ଓ ବାଇକ୍‌ ମଧ୍ୟରେ ଏହି ଦୁର୍ଘଟଣା ଘଟିଥିଲା। ମୃତକ ଦ୍ୱୟ ହେଲେ ହାନତେ ପଟେଲ ଏବଂ ରମେଶ ପଟେଲ। ଉଭୟ ସବ୍‌ଡେଗା ଅଞ୍ଚଳର।

subdeba

Rakesh Mallick
  • Published: Monday, 23 January 2017
  • , Updated: 23 January 2017, 11:27 AM IST

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ତଲସରା ଥାନା ଅନ୍ତର୍ଗତ ତୁମେଇବାଲ ନିକଟରେ ସଡ଼କ ଦୁର୍ଘଟଣା ଘଟି ୨ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି।

ତୁମେଇବାଲ ନିକଟରେ ଏକ ସ୍କୁଟି ଓ ବାଇକ୍‌ ମଧ୍ୟରେ ଏହି ଦୁର୍ଘଟଣା ଘଟିଥିଲା। ମୃତକ ଦ୍ୱୟ ହେଲେ ହାନତେ ପଟେଲ ଏବଂ ରମେଶ ପଟେଲ। ଉଭୟ ସବ୍‌ଡେଗା ଅଞ୍ଚଳର।

Related story