ନୀଳଗିରି: କୁଲଡ଼ିହା ଅଭୟାରଣ୍ୟରୁ ଫେରିଲା ବେଳେ ପର୍ଯ୍ୟଟକଙ୍କ ମୃତ୍ୟୁ

ନୀଳଗିରି: ପଞ୍ଚଲିଙ୍ଗେଶ୍ୱର ଓ କୁଲଡ଼ିହା ଅଭୟାରଣ୍ୟ ପରିଦର୍ଶନ କରିବାକୁ ଆସିଥିବା ପଶ୍ଚିମବଙ୍ଗର ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ସୁବ୍ରତ ଚୌଧୁରୀ ଏବଂ ତାଙ୍କ ଘର ଚବିଶ ପ୍ରଗଣାର ମାଇକେଲ ନଗରରେ ବୋଲି ଜଣାପଡିଛି। କୁଲଡ଼ିହା ଅଭୟାରଣ୍ୟରୁ ଫେରିବା ସମୟରେ ସୁବ୍ରତ ଚୌଧୁରିଙ୍କ ଛାତିରେ ଯନ୍ତ୍ରଣା ହେବାରୁ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ। ତାଙ୍କୁ ପ୍ରଥମେ ବରହମପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।  ସେଠାରୁ ନୀଳଗିରି ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’