ଝାରସୁଗୁଡ଼ା: ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି ଝାରସୁଗୁଡ଼ା ଜିଲ୍ଲା ରେଙ୍ଗାଲି ବ୍ଲକ ସହକାରୀ ଯନ୍ତ୍ରୀ ପ୍ରଶାନ୍ତ କୁମାର କାନୁନଗୋ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରଖିଛି। ଗୁରୁବାର ସକାଳୁ ପ୍ରଥମେ ପୁରୀ ଜିଲ୍ଲା କାକଟପୁର ଅନ୍ତର୍ଗତ କୁଣ୍ଢେଇହାଟ ବାଲିସାହିରେ ଥିବା ପୈତୃକ ଘରେ ଚଢ଼ାଉ କରିଛି। ଦୁଇ ଜଣ ଭିଜିଲାନ୍ସ ଅଧିକାରୀଙ୍କୁ ନେଇ ଗଠିତ ଏକ ଟିମ୍ ଏହି ଚଢ଼ଉ କରିଛି। ସେହିପରି ରେଙ୍ଗାଲି ନିକଟରେ ଥିବା ତାଙ୍କ ବାସଭବନରେ ମଧ୍ୟ ଭିଜିଲାନ୍ସ ଚଢ଼ଉ ଜାରି ରଖିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ରାତିରେ ଖାଇ ଶୋଇଲେ ଦାଦା,ପୁତୁରା; ସକାଳେ ଚାଲିଗଲା ଜୀବନ
ଉଭୟଙ୍କର କିପରି ମୃତ୍ୟୁ ଘଟିଲା ତାର କାରଣ ଜଣାପଡ଼ିନାହିଁ।
Crime
ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ;୧୧ ସ୍ଥାନରେ ଚଢ଼ାଉ
ସୁରେଶ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Miscellaneous
ଅତିବଡ଼ି ଜଗନ୍ନାଥ ଦାସଙ୍କ ସ୍ମୃତି ପୀଠରେ ଝୁଲୁଛି ତାଲା; ବନ୍ଦ ରହିଛି ଦୈନିକ ପୂଜା ଓ ଭାଗବତ ପାଠ
ଦୀର୍ଘ ବର୍ଷ ଧରି ଅତିବଡ଼ି ଜଗନ୍ନାଥ ଦାସଙ୍କ ଉତ୍ତରାଧିକାରୀ ଭଗବାନ ଦାସ ଏହି ପୀଠରେ ପ୍ରତିଦିନ ଭାଗବତ ପାଠ କରୁଥିଲେ।
Miscellaneous
ଆଜିଠୁ ଖୋଲିବ ଧାନମଣ୍ଡି, ଆଉ ରହିବନି ଟୋକନ୍ ଟେନସନ୍
ରାଜ୍ୟରେ ଆଜିଠୁ ଖୋଲିବ ଧାନମଣ୍ଡି । ବର୍ଷ ବର୍ଷ ଧରି ଟୋକନ୍ ଟେନସନ୍, ମିଲର୍ସଙ୍କ ମନମାନି ଓ କଟନୀ ଛଟନୀରେ ଧନ୍ଦି ହେଉଥିବା ଚାଷୀଙ୍କୁ ମୁକ୍ତି ଦେବାକୁ ଏଥର ମୋହନ ସରକାର ନେଇଛନ୍ତି ବହୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।