ଝାରସୁଗୁଡ଼ା: ଭିଜିଲାନ୍ସ ଜାଲରେ ରେଙ୍ଗାଲି ବ୍ଲକ୍ ସହକାରୀ ଯନ୍ତ୍ରୀ

ଝାରସୁଗୁଡ଼ା: ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି ଝାରସୁଗୁଡ଼ା ଜିଲ୍ଲା ରେଙ୍ଗାଲି ବ୍ଲକ ସହକାରୀ ଯନ୍ତ୍ରୀ ପ୍ରଶାନ୍ତ କୁମାର କାନୁନଗୋ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରଖିଛି। ଗୁରୁବାର ସକାଳୁ ପ୍ରଥମେ ପୁରୀ ଜିଲ୍ଲା କାକଟପୁର ଅନ୍ତର୍ଗତ କୁଣ୍ଢେଇହାଟ ବାଲିସାହିରେ ଥିବା ପୈତୃକ ଘରେ ଚଢ଼ାଉ କରିଛି। ଦୁଇ ଜଣ ଭିଜିଲାନ୍ସ ଅଧିକାରୀଙ୍କୁ ନେଇ ଗଠିତ ଏକ ଟିମ୍ ଏହି ଚଢ଼ଉ କରିଛି। ସେହିପରି ରେଙ୍ଗାଲି ନିକଟରେ ଥିବା […]

jharsuguda-

jharsuguda-

Rakesh Mallick
  • Published: Thursday, 27 August 2015
  • Updated: 27 August 2015, 10:23 AM IST

Sports

Latest News

jharsuguda-ଝାରସୁଗୁଡ଼ା: ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି ଝାରସୁଗୁଡ଼ା ଜିଲ୍ଲା ରେଙ୍ଗାଲି ବ୍ଲକ ସହକାରୀ ଯନ୍ତ୍ରୀ ପ୍ରଶାନ୍ତ କୁମାର କାନୁନଗୋ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରଖିଛି। ଗୁରୁବାର ସକାଳୁ ପ୍ରଥମେ ପୁରୀ ଜିଲ୍ଲା କାକଟପୁର ଅନ୍ତର୍ଗତ କୁଣ୍ଢେଇହାଟ ବାଲିସାହିରେ ଥିବା ପୈତୃକ ଘରେ ଚଢ଼ାଉ କରିଛି। ଦୁଇ ଜଣ ଭିଜିଲାନ୍ସ ଅଧିକାରୀଙ୍କୁ ନେଇ ଗଠିତ ଏକ ଟିମ୍ ଏହି ଚଢ଼ଉ କରିଛି। ସେହିପରି ରେଙ୍ଗାଲି ନିକଟରେ ଥିବା ତାଙ୍କ ବାସଭବନରେ ମଧ୍ୟ ଭିଜିଲାନ୍ସ ଚଢ଼ଉ ଜାରି ରଖିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story