ଝାରସୁଗୁଡ଼ା: ଭିଜିଲାନ୍ସ ଜାଲରେ ରେଙ୍ଗାଲି ବ୍ଲକ୍ ସହକାରୀ ଯନ୍ତ୍ରୀ
ଝାରସୁଗୁଡ଼ା: ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି ଝାରସୁଗୁଡ଼ା ଜିଲ୍ଲା ରେଙ୍ଗାଲି ବ୍ଲକ ସହକାରୀ ଯନ୍ତ୍ରୀ ପ୍ରଶାନ୍ତ କୁମାର କାନୁନଗୋ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରଖିଛି। ଗୁରୁବାର ସକାଳୁ ପ୍ରଥମେ ପୁରୀ ଜିଲ୍ଲା କାକଟପୁର ଅନ୍ତର୍ଗତ କୁଣ୍ଢେଇହାଟ ବାଲିସାହିରେ ଥିବା ପୈତୃକ ଘରେ ଚଢ଼ାଉ କରିଛି। ଦୁଇ ଜଣ ଭିଜିଲାନ୍ସ ଅଧିକାରୀଙ୍କୁ ନେଇ ଗଠିତ ଏକ ଟିମ୍ ଏହି ଚଢ଼ଉ କରିଛି। ସେହିପରି ରେଙ୍ଗାଲି ନିକଟରେ ଥିବା […]
ଝାରସୁଗୁଡ଼ା: ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି ଝାରସୁଗୁଡ଼ା ଜିଲ୍ଲା ରେଙ୍ଗାଲି ବ୍ଲକ ସହକାରୀ ଯନ୍ତ୍ରୀ ପ୍ରଶାନ୍ତ କୁମାର କାନୁନଗୋ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରଖିଛି। ଗୁରୁବାର ସକାଳୁ ପ୍ରଥମେ ପୁରୀ ଜିଲ୍ଲା କାକଟପୁର ଅନ୍ତର୍ଗତ କୁଣ୍ଢେଇହାଟ ବାଲିସାହିରେ ଥିବା ପୈତୃକ ଘରେ ଚଢ଼ାଉ କରିଛି। ଦୁଇ ଜଣ ଭିଜିଲାନ୍ସ ଅଧିକାରୀଙ୍କୁ ନେଇ ଗଠିତ ଏକ ଟିମ୍ ଏହି ଚଢ଼ଉ କରିଛି। ସେହିପରି ରେଙ୍ଗାଲି ନିକଟରେ ଥିବା ତାଙ୍କ ବାସଭବନରେ ମଧ୍ୟ ଭିଜିଲାନ୍ସ ଚଢ଼ଉ ଜାରି ରଖିଛି।