ଝାରସୁଗୁଡା: ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ କିଶୋର ମହାନ୍ତିଙ୍କ ସମେତ ତାଙ୍କ ପରିବାର ନାଁରେ ସରକାରୀ ଜମି ହଡପ ଅଭିଯୋଗ ଆଣିଛନ୍ତି ଝାରସୁଗୁଡ଼ା ବିଧାୟକ ନବ ଦାସ୍। ଏହି ଜମି ହଡପ୍ ସମ୍ପର୍କରେ ସିଏଜି ତାଙ୍କ ରିପୋର୍ଟରେ ଉଲ୍ଲେଖ କରିଥିବା ନବ କହିଛନ୍ତି। ତେଣୁ ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ପଦରୁ କିଶୋର ମହାନ୍ତିଙ୍କ ବହିଷ୍କାର ଦାବି କରିଛନ୍ତି ନବ।
ସେପଟେ କିଶୋର ମହାନ୍ତି ଏ ନେଇ ତାଙ୍କ ପ୍ରତିକ୍ରିୟା ରଖି କହିଛନ୍ତି ଏହାର କୌଣସି ସତ୍ୟତା ନାହିଁ। ସେ ସମସ୍ତ ପ୍ରକାର ତଦନ୍ତର ସମ୍ମୁଖୀନ ହେବାକୁ ପ୍ରସ୍ତୁତ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।