୨୭ରୁ କମନ ପିଜି ପ୍ରବେଶିକା ପରୀକ୍ଷା ଆବେଦନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କମନ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ମୁତାବକ, କମନ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଜୁନ୍ ୨୭ରୁ SAMS ଜରିଆରେ ଆବେଦନ କରିହେବ। SAMSର ଓ୍ବେବସାଇଟ୍ www.samsodisha.gov.in ରେ କମନ୍ ଆପ୍ଲିକେସନ୍ ଫର୍ମ (ସିଏଏଫ୍) ଉପଲବ୍ଧ ହେବ। ଜୁଲାଇ ୧୨ ଆବେଦନର ଶେଷ ତାରିଖ ରହିଛି। ଜୁଲାଇ ୧୩ ଓ ୧୪ ତାରିଖରେ କମନ ଅପ୍ଲିକେସନ ଫର୍ମରେ ଆବଶ୍ୟକ ସଂଶୋଧନ କରିହେବ। କିନ୍ତୁ […]

CPGF

CPGF

Niranjan Mishra
  • Published: Monday, 20 June 2022
  • Updated: 20 June 2022, 05:17 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କମନ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ମୁତାବକ, କମନ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଜୁନ୍ ୨୭ରୁ SAMS ଜରିଆରେ ଆବେଦନ କରିହେବ। SAMSର ଓ୍ବେବସାଇଟ୍ www.samsodisha.gov.in ରେ କମନ୍ ଆପ୍ଲିକେସନ୍ ଫର୍ମ (ସିଏଏଫ୍) ଉପଲବ୍ଧ ହେବ।

ଜୁଲାଇ ୧୨ ଆବେଦନର ଶେଷ ତାରିଖ ରହିଛି। ଜୁଲାଇ ୧୩ ଓ ୧୪ ତାରିଖରେ କମନ ଅପ୍ଲିକେସନ ଫର୍ମରେ ଆବଶ୍ୟକ ସଂଶୋଧନ କରିହେବ। କିନ୍ତୁ ନୂଆ ଆବେଦନ କରି ହେବ ନାହିଁ।

ଜୁଲାଇ ୨୦ ତାରିଖ ଅପରାହ୍ନ ୨ଟା ପରଠୁ ଛାତ୍ରଛାତ୍ରୀମାନେ ଆଡମିଟକାର୍ଡ ଡାଉନ୍‌ଲୋଡ୍‌ କରିପାରିବେ।  ଅଗଷ୍ଟ ୧ ତାରିଖରୁ ୧୩ ତାରିଖ ମଧ୍ୟରେ ସବୁ ବିଷୟର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। କେବଳ ଅଗଷ୍ଟ ୭, ୯ ଓ ୧୧ ତାରିଖରେ ପରୀକ୍ଷା ହେବ ନାହିଁ।

ଅଗଷ୍ଟ ୨୫ ତାରିଖରେ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ। ଯୋଗ୍ୟ ପ୍ରାର୍ଥୀମାନେ ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଚଏସ୍ ଫିଲିଂ କରିବେ। ସେପ୍ଟେମ୍ବର ୫ ତାରିଖରେ ସିଟ୍ ଆଲଟମେଣ୍ଟ କରାଯିବ। ସେପ୍ଟେମ୍ବର ୬ ଓ ୭ ତାରିଖରେ ପ୍ରଥମ ପର୍ଯ୍ୟୟ ନାମଲେଖା ହେବ।

ସେପ୍ଟେମ୍ବର ୧୩ ତାରିଖ ମଧ୍ୟାହ୍ନ ପରେ ଦ୍ୱିତୀୟ ପର୍ଯ୍ୟାୟ ସିଟ୍ ଆଲଟମେଣ୍ଟ କରାଯିବ। ତା'ପର ଦୁଇଦିନ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଚାଲିବ। ୨୦ ତାରିଖରେ SAMS ୱେବସାଇଟ୍‌ରେ ଖାଲି ସିଟ୍ ନେଇ ସୂଚନା ପ୍ରକାଶ ପାଇବ। ୨୩ ତାରିଖରେ ସ୍ପଟ୍‌ ମେରିଟ ଲିଷ୍ଟ ପ୍ରକାଶ ପାଇବ।

ଏ ସମ୍ପର୍କରେ ଯେକେହି ଅଧିକ ଜାଣିବା ନିମନ୍ତେ ଚାହିଁବେ ସେମାନଙ୍କ ପାଇଁ ଦୁଇଟି ହେଲପ ଲାଇନ ନମ୍ବର - ୧୫୫୩୩୫/୧୮୦୦-୩୪୫-୬୭୭୦ ଜାରି କରାଯାଇଛି। ଏନେଇ www.samsodisha.gov.in ରେ ମଧ୍ୟ ଲଗ୍‌ ଇନ୍‌ କରି ଅଧିକ ସୂଚନା ପାଇପାରିବେ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story