ପ୍ଲସ୍ ଟୁ ପରୀକ୍ଷା ପାଇଁ ୨୭ରୁ ଫର୍ମପୂରଣ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଡିସେମ୍ବର ୨୭ ତାରିଖରୁ ପ୍ଲସ୍ ଟୁ ପରୀକ୍ଷା ଫର୍ମପୂରଣ ଆରମ୍ଭ ହେବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏଥିପାଇଁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଫର୍ମ ପୂରଣ ପ୍ରକ୍ରିୟା ୨୭ରୁ ଆରମ୍ଭ ହୋଇ ଜାନୁଆରୀ ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଛାତ୍ରଛାତ୍ରୀଙ୍କୁ ୫୨୦ ଟଙ୍କା ଲେଖାଏଁ ଦେବାକୁ ପଡ଼ିବ। ଜାନୁଆରୀ ୪ ପରେ ଫର୍ମପୂରଣ କଲେ ଫାଇନ୍ ପଡ଼ିବ। ଜାନୁଆରୀ ୫ରୁ ୬ ତାରିଖ ମଧ୍ୟରେ ଛାତ୍ରଛାତ୍ରୀମାନେ ଶହେ ଟଙ୍କା ଜୋରିମାନା […]

Students

Students

Jitendra Garnayak
  • Published: Friday, 24 December 2021
  • Updated: 24 December 2021, 04:03 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଡିସେମ୍ବର ୨୭ ତାରିଖରୁ ପ୍ଲସ୍ ଟୁ ପରୀକ୍ଷା ଫର୍ମପୂରଣ ଆରମ୍ଭ ହେବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏଥିପାଇଁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

ଫର୍ମ ପୂରଣ ପ୍ରକ୍ରିୟା ୨୭ରୁ ଆରମ୍ଭ ହୋଇ ଜାନୁଆରୀ ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଛାତ୍ରଛାତ୍ରୀଙ୍କୁ ୫୨୦ ଟଙ୍କା ଲେଖାଏଁ ଦେବାକୁ ପଡ଼ିବ। ଜାନୁଆରୀ ୪ ପରେ ଫର୍ମପୂରଣ କଲେ ଫାଇନ୍ ପଡ଼ିବ।

ଜାନୁଆରୀ ୫ରୁ ୬ ତାରିଖ ମଧ୍ୟରେ ଛାତ୍ରଛାତ୍ରୀମାନେ ଶହେ ଟଙ୍କା ଜୋରିମାନା ଦେଇ ଫର୍ମପୂରଣ କରିପାରିବେ। ୭ରୁ ୧୧ ତାରିଖ ମଧ୍ୟରେ ଛାତ୍ରଛାତ୍ରୀ ୪୫୦ ଟଙ୍କା ଜୋରିମାନା ଦେଇ ଫର୍ମପୂରଣ କରି ପାରିବେ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଏହାର ବିଜ୍ଞପ୍ତିରେ ଦର୍ଶାଇଛି।

ସାମ୍ସ ପୋର୍ଟାଲ ଜରିଆରେ କଲେଜ କର୍ତ୍ତୃପକ୍ଷ ଛାତ୍ରଛାତ୍ରୀଙ୍କ ଫର୍ମ ପୂରଣ କରିବେ। ଉପଯୁକ୍ତ କାଗଜପତ୍ର ସହ ନିର୍ଭୁଲ ଭାବେ ଫର୍ମ ପୂରଣ କରିବା ପାଇଁ ସିଏଚଏସଇର ପରୀକ୍ଷା ନିୟନ୍ତ୍ରକ ସମସ୍ତ କନିଷ୍ଠ ମହାବିଦ୍ୟାଳୟର ଅଧ୍ୟକ୍ଷମାନଙ୍କୁ ଚିଠି ଲେଖିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story