/odisha-reporter/media/post_attachments/uploads/2019/10/judge.jpg)
judge
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ଜୁଡ଼ିସିଆଲ ସର୍ଭିସ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଏହି ପରୀକ୍ଷାରେ ମୋଟ ୪୭ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି।
ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ପ୍ରକାଶିତ ସୂଚନା ଅନୁସାରେ, ଓଡ଼ିଶା ଜୁଡିସିଆଲ ସର୍ଭିସ-୨୦୧୯ର ‘ସିଭିଲ ଜଜ୍’ ପଦବୀ ନିମନ୍ତେ ପରୀକ୍ଷା ହୋଇଥିଲା। ଏହି ପରୀକ୍ଷାରେ ସଫଳ ହୋଇଥିବା ୩୦ଜଣ ମହିଳା ପରୀକ୍ଷାର୍ଥୀଙ୍କ ସମେତ ମୋଟ ୪୭ଜଣଙ୍କ ନାଁକୁ କମିଶନ ସୁପାରିସ୍ କରିଛନ୍ତି। ଗତବର୍ଷ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
