ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୨୦୨୧-୨୨ ବର୍ଷ ପାଇଁ ଏମବିବିଏସ, ବିଡିଏସ୍ ପାଠ୍ୟକ୍ରମରେ ନାମଲେଖା ପାଇଁ ଆଜିଠାରୁ ଆରମ୍ଭ ହେଉଛି ଓଜେଇଇ ପରିଚାଳିତ ନିଟ୍ ପିଜି କାଉନସେଲିଂ । OJEEର ୱେଟସାଇଟ www.ojee.nic.in ବା www.odishajee.comରେ ଏ ସମ୍ବନ୍ଧୀୟ ସମସ୍ତ ତଥ୍ୟ ମିଳିପାରିବ ।
ଆଜି ମଧ୍ୟାହ୍ନ ୧୨ଟାରୁ ଆସନ୍ତା ୧୮ ତାରିଖ ମଧ୍ୟରେ ରେଜିଷ୍ଟ୍ରେସନ, ଅନଲାଇନ୍ ଆପ୍ଲିକେସନ ସାଙ୍ଗକୁ ଫି ଡିପୋଜିଟ, ଡକ୍ଯୁମେଣ୍ଟ ଅପଲୋଡିଂ ଏବଂ ଅନଲାଇନ୍ ଫେରିଫିକେସନ ପାଇଁ ସମୟ ଓ ଦିନ ଧାର୍ଯ୍ୟ କରାଯାଇପାରିବ ।
ଜାନୁଆରୀ ୨୦ ତାରିଖରେ ଏ ସମ୍ପନ୍ଧିତ ସମସ୍ତ ତଥ୍ୟ ୱେବସାଇଟରେ ଉପଲବ୍ଧ ହେବ । ଜାନୁଆରୀ ୨୪ରେ ଓଜେଇଇ କର୍ତ୍ତୃପକ୍ଷ ପ୍ରୋଭିଜିନାଲ ମେରିଟ ଲିଷ୍ଟ ତାଲିକା ପ୍ରକାଶ କରିବେ । ୨୭ ଜାନୁଆରୀରେ ଫାଇନାଲ ମେରିଟ ଲିଷ୍ଟ ପ୍ରକାଶ ପାଇବ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପୁଲିସ୍ ଡ୍ରାଇଭର ନିଯୁକ୍ତିରେ ସର୍ବାଧିକ ବୟସସୀମା କୋହଳ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ଗତ ଅକ୍ଟୋବର ୭ ତାରିଖରେ ଓଡ଼ିଶା ପୁଲିସରେ ୪୦୫ଟି ଡ୍ରାଇଭର ପଦରେ ନିଯୁକ୍ତି ପାଇଁ ପୁଲିସ ସିଲେକ୍ସନ ବୋର୍ଡ଼ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।
Jobs
ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ନିଯୁକ୍ତ ହୋଇପାରନ୍ତି ମହିଳା
୮୨୬ ଜଣ ଆଗ୍ନିକ ଓ ୧୧୫ ଜଣ ଆଗ୍ନିକ ଗାଡିଚାଳକଙ୍କୁ ନିଯୁକ୍ତିପତ୍ର ପ୍ରଦାନ।
Jobs
‘ସରକାରୀ ଚାକିରିଆଙ୍କ ଅବସର ସୀମା ୮୦ କରି ଦିଅନ୍ତୁ’
ପିଲାମାନେ ଅପେକ୍ଷା କରିଥିଲେ ନିଯୁକ୍ତି ବିଜ୍ଞପ୍ତିକୁ। ବିଜ୍ଞପ୍ତି ବାହାରିଲା। କିନ୍ତୁ ପିଲାମାନଙ୍କ ପାଇଁ ନୁହେଁ,ଅବସର କର୍ମଚାରୀଙ୍କୁ ପୁନଃନିଯୁକ୍ତି ଦେବାକୁ।
Jobs
SBIରେ ପୂରଣ ହେବ ୧୬୯ ପଦବୀ, ଇଞ୍ଜିନିୟରିଂ ପିଲାଙ୍କ ପାଇଁ ରହିଛି ସୁଯୋଗ
ସ୍ପେଶାଲ କ୍ୟାଡର ଅଫିସର ନିଯୁକ୍ତି ପାଇଁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି।