Advertisment

ଆଜିଠୁ ନିଟ୍ ପିଜି କାଉନସେଲିଂ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୨୦୨୧-୨୨ ବର୍ଷ ପାଇଁ  ଏମବିବିଏସ, ବିଡିଏସ୍ ପାଠ୍ୟକ୍ରମରେ ନାମଲେଖା ପାଇଁ ଆଜିଠାରୁ ଆରମ୍ଭ ହେଉଛି ଓଜେଇଇ ପରିଚାଳିତ ନିଟ୍ ପିଜି କାଉନସେଲିଂ । OJEEର ୱେଟସାଇଟ www.ojee.nic.in  ବା www.odishajee.comରେ ଏ ସମ୍ବନ୍ଧୀୟ ସମସ୍ତ ତଥ୍ୟ ମିଳିପାରିବ । ଆଜି ମଧ୍ୟାହ୍ନ ୧୨ଟାରୁ  ଆସନ୍ତା ୧୮  ତାରିଖ ମଧ୍ୟରେ ରେଜିଷ୍ଟ୍ରେସନ, ଅନଲାଇନ୍ ଆପ୍ଲିକେସନ ସାଙ୍ଗକୁ ଫି ଡିପୋଜିଟ, ଡକ୍ଯୁମେଣ୍ଟ ଅପଲୋଡିଂ ଏବଂ ଅନଲାଇନ୍ ଫେରିଫିକେସନ ପାଇଁ ସମୟ ଓ ଦିନ ଧାର୍ଯ୍ୟ କରାଯାଇପାରିବ । ଜାନୁଆରୀ […]

ଆଜିଠୁ ନିଟ୍ ପିଜି କାଉନସେଲିଂ

students

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୨୦୨୧-୨୨ ବର୍ଷ ପାଇଁ  ଏମବିବିଏସ, ବିଡିଏସ୍ ପାଠ୍ୟକ୍ରମରେ ନାମଲେଖା ପାଇଁ ଆଜିଠାରୁ ଆରମ୍ଭ ହେଉଛି ଓଜେଇଇ ପରିଚାଳିତ ନିଟ୍ ପିଜି କାଉନସେଲିଂ । OJEEର ୱେଟସାଇଟ www.ojee.nic.in  ବା www.odishajee.comରେ ଏ ସମ୍ବନ୍ଧୀୟ ସମସ୍ତ ତଥ୍ୟ ମିଳିପାରିବ ।

Advertisment

ଆଜି ମଧ୍ୟାହ୍ନ ୧୨ଟାରୁ  ଆସନ୍ତା ୧୮  ତାରିଖ ମଧ୍ୟରେ ରେଜିଷ୍ଟ୍ରେସନ, ଅନଲାଇନ୍ ଆପ୍ଲିକେସନ ସାଙ୍ଗକୁ ଫି ଡିପୋଜିଟ, ଡକ୍ଯୁମେଣ୍ଟ ଅପଲୋଡିଂ ଏବଂ ଅନଲାଇନ୍ ଫେରିଫିକେସନ ପାଇଁ ସମୟ ଓ ଦିନ ଧାର୍ଯ୍ୟ କରାଯାଇପାରିବ ।

ଜାନୁଆରୀ ୨୦ ତାରିଖରେ ଏ ସମ୍ପନ୍ଧିତ ସମସ୍ତ ତଥ୍ୟ ୱେବସାଇଟରେ ଉପଲବ୍ଧ ହେବ । ଜାନୁଆରୀ ୨୪ରେ ଓଜେଇଇ କର୍ତ୍ତୃପକ୍ଷ ପ୍ରୋଭିଜିନାଲ ମେରିଟ ଲିଷ୍ଟ ତାଲିକା ପ୍ରକାଶ କରିବେ ।  ୨୭ ଜାନୁଆରୀରେ ଫାଇନାଲ ମେରିଟ ଲିଷ୍ଟ  ପ୍ରକାଶ ପାଇବ ।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe