କଟକ (ଓଡ଼ିଶା ରିପୋର୍ଟର): ଓଡ଼ିଶା ସିଭିଲ୍ ସର୍ଭିସ୍ ୨୦୨୦ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ୩୯୨ଟି ବିଭିନ୍ନ ପଦପଦବି ପାଇଁ ଏହି ବିଜ୍ଞପ୍ତି ପ୍ରକାଶ କରିଛି ଓପିଏସସି। ୩୯୨ ପଦବିରୁ ୧୨୮ଟି ପଦବି ପାଇଁ ସଂରକ୍ଷିତ ରହିଛି। ଆଶାୟୀ ପ୍ରାର୍ଥୀମାନେ ଫେବୃଆରୀ ୧୨ ତାରିଖରୁ ଆବେଦନ କରିବା ପାରିବେ। ଫେବୃଆରୀ ୧୮ ଆବେଦନର ଶେଷ ତାରିଖ ରହିଛି। ରାଜ୍ୟରେ ୫ଟି ଜୋନରେ ଏହି ପରୀକ୍ଷା ହେବ। ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ ଏବଂ ସମ୍ୱଲପୁରରେ ପରୀକ୍ଷା କେନ୍ଦ୍ର ରହିଛି।
ଏହି ପରୀକ୍ଷାରେ ଯୋଗ୍ୟ ବିବେଚିତ ପ୍ରାର୍ଥୀ ଓଡ଼ିଶା ପ୍ରଶାସନିକ ସେବା, ଓଡ଼ିଶା ଅର୍ଥନୀତିକ ସେବା, ଓଡ଼ିଶା ପୁଲିସ ସେବା, ଓଡ଼ିଶା କୋପରେଟିଭ୍ ସେବା, ଓଡ଼ିଶା ରାଜସ୍ୱ ସେବା, ଓଡ଼ିଶା ଟ୍ୟାକ୍ସେସନ୍ ଏବଂ ଆକାଉଣ୍ଟସ୍ ସର୍ଭିସେସରେ ଖାଲି ଥିବା ପଦ ପଦବୀରେ ନିଯୁକ୍ତ ହେବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପୁଲିସ୍ ଡ୍ରାଇଭର ନିଯୁକ୍ତିରେ ସର୍ବାଧିକ ବୟସସୀମା କୋହଳ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ଗତ ଅକ୍ଟୋବର ୭ ତାରିଖରେ ଓଡ଼ିଶା ପୁଲିସରେ ୪୦୫ଟି ଡ୍ରାଇଭର ପଦରେ ନିଯୁକ୍ତି ପାଇଁ ପୁଲିସ ସିଲେକ୍ସନ ବୋର୍ଡ଼ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।
Jobs
ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ନିଯୁକ୍ତ ହୋଇପାରନ୍ତି ମହିଳା
୮୨୬ ଜଣ ଆଗ୍ନିକ ଓ ୧୧୫ ଜଣ ଆଗ୍ନିକ ଗାଡିଚାଳକଙ୍କୁ ନିଯୁକ୍ତିପତ୍ର ପ୍ରଦାନ।
Jobs
‘ସରକାରୀ ଚାକିରିଆଙ୍କ ଅବସର ସୀମା ୮୦ କରି ଦିଅନ୍ତୁ’
ପିଲାମାନେ ଅପେକ୍ଷା କରିଥିଲେ ନିଯୁକ୍ତି ବିଜ୍ଞପ୍ତିକୁ। ବିଜ୍ଞପ୍ତି ବାହାରିଲା। କିନ୍ତୁ ପିଲାମାନଙ୍କ ପାଇଁ ନୁହେଁ,ଅବସର କର୍ମଚାରୀଙ୍କୁ ପୁନଃନିଯୁକ୍ତି ଦେବାକୁ।
Jobs
SBIରେ ପୂରଣ ହେବ ୧୬୯ ପଦବୀ, ଇଞ୍ଜିନିୟରିଂ ପିଲାଙ୍କ ପାଇଁ ରହିଛି ସୁଯୋଗ
ସ୍ପେଶାଲ କ୍ୟାଡର ଅଫିସର ନିଯୁକ୍ତି ପାଇଁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି।