ବଢ଼ିଲା ଯୁକ୍ତ ଦୁଇ ନାମଲେଖା ଅବଧି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ ଦୁଇ ନାମଲେଖା ଅବଧିକୁ ବଢ଼ାଇ ଦିଆଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଅନୁମୋଦନକ୍ରମେ ନାମଲେଖା ପାଇଁ ପରିବର୍ତ୍ତିତ କାର୍ଯ୍ୟସୂଚୀ ଜାରି କରାଯାଇଛି। ଏହି ନୂତନ କାର୍ଯ୍ୟସୂଚୀ ଅନୁଯାୟୀ, ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ନାମଲେଖା ତାରିଖ ଅଗଷ୍ଟ ୧୯ରୁ ୨୫ ପର୍ଯ୍ୟନ୍ତ ସ୍ଥିର କରାଯାଇଥିବା ବେଳେ ଏବେ ଏହାକୁ ଅଗଷ୍ଟ ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା […]

Samir Dash

Samir Dash

Jitendra Garnayak
  • Published: Saturday, 20 August 2022
  • Updated: 20 August 2022, 08:28 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ ଦୁଇ ନାମଲେଖା ଅବଧିକୁ ବଢ଼ାଇ ଦିଆଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଅନୁମୋଦନକ୍ରମେ ନାମଲେଖା ପାଇଁ ପରିବର୍ତ୍ତିତ କାର୍ଯ୍ୟସୂଚୀ ଜାରି କରାଯାଇଛି।

ଏହି ନୂତନ କାର୍ଯ୍ୟସୂଚୀ ଅନୁଯାୟୀ, ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ନାମଲେଖା ତାରିଖ ଅଗଷ୍ଟ ୧୯ରୁ ୨୫ ପର୍ଯ୍ୟନ୍ତ ସ୍ଥିର କରାଯାଇଥିବା ବେଳେ ଏବେ ଏହାକୁ ଅଗଷ୍ଟ ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଅବଧି ସେପ୍ଟେମ୍ବର ୫ରୁ ୭ ତାରିଖ ଥିବା ବେଳେ ତାକୁ ସେପ୍ଟେମ୍ବର ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି।

ସ୍ପଟ୍ ସିଲେକ୍‌ସନ୍‌ର ତାରିଖ ସେପ୍ଟେମ୍ବର ୧୫ ଓ ୧୬ ରଖାଯାଇଥିଲା। ତେବେ ନୂଆ କାର୍ଯ୍ୟସୂଚୀ ଅନୁଯାୟୀ ଏହା ସେପ୍ଟେମ୍ବର ୧୭ରୁ ୨୦ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story