ଅପରାହ୍ଣ ୧ଟାରେ ବାହାରିବ ଯୁକ୍ତ ୨ କଳା ରେଜଲ୍ଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇବ +୨ କଳା ଓ ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ । ଦିନ ଗୋଟାଏ ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇବ ବୋଲି ପରୀକ୍ଷା ନିୟନ୍ତ୍ରକ ବିଜୟ ସାହୁ ସୂଚନା ଦେଇଛନ୍ତି। orissaresults.nic.inରେ ଛାତ୍ରଛାତ୍ରୀମାନେ ସେମାନଙ୍କ ରେଜଲ୍ଟ ପାଇପାରିବେ। କରୋନା ମହାମାରୀ ଯୋଗୁ ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷା ବାତିଲ ହୋଇଥିଲା ଏବଂ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କର ମୂଲ୍ୟାୟନ କରାଯାଇଛି। ଜୁଲାଇ […]

chse office

chse office

Jitendra Garnayak
  • Published: Saturday, 14 August 2021
  • Updated: 14 August 2021, 10:19 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇବ +୨ କଳା ଓ ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ । ଦିନ ଗୋଟାଏ ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇବ ବୋଲି ପରୀକ୍ଷା ନିୟନ୍ତ୍ରକ ବିଜୟ ସାହୁ ସୂଚନା ଦେଇଛନ୍ତି। orissaresults.nic.inରେ ଛାତ୍ରଛାତ୍ରୀମାନେ ସେମାନଙ୍କ ରେଜଲ୍ଟ ପାଇପାରିବେ।

କରୋନା ମହାମାରୀ ଯୋଗୁ ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷା ବାତିଲ ହୋଇଥିଲା ଏବଂ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କର ମୂଲ୍ୟାୟନ କରାଯାଇଛି। ଜୁଲାଇ ୩୧ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରିକ୍ଷା ଫଳ ବାହାରିଥିଲା। ସେହି ସମୟରେ ଆଉ ୧୫ ଦିନ ମଧ୍ୟରେ କଳା ପରୀକ୍ଷା ଫଳ ପ୍ରକାଶ କରାଯିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଥିଲା।

ସୂଚନାଯୋଗ୍ୟ, ଯୁକ୍ତ ୨ ବିଜ୍ଞାନରେ ୯୫.୧୫% ଓ ବାଣିଜ୍ୟରେ ୯୪.୯୬% ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି। ବିଜ୍ଞାନରେ ରେଗୁଲାର ପାସ୍‌ ହାର ୯୯.୮୮% ରହିଛି। ଏଥିରୁ ପ୍ରଥମ ଶ୍ରେଣୀରେ ୫୫ ହଜାର ୪୬୮ ପାସ୍‌ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୧୬ ହଜାର ୯୪୩ ଓ ତୃତୀୟ ଶ୍ରେଣୀରେ ୧୪ ହଜାର ୬୩୧ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି। ସେହିପରି ବିଜ୍ଞାନରେ ଏକ୍ସ ରେଗୁଲାର ପାସ୍ ହାର ୭୧.୨୭% ରହିଛି।

ବାଣିଜ୍ୟରେ ରେଗୁଲାର ପାସ୍‌ ହାର ୯୯.୯୫% ରହିଛି। ଏଥିରେ ପ୍ରଥମ ଶ୍ରେଣୀରେ ୮,୩୫୫ ଜଣ ପାସ୍‌ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୫,୬୯୨ ଓ ତୃତୀୟ ଶ୍ରେଣୀରେ ୯,୦୬୬ ଜଣ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି। ବାଣିଜ୍ୟରେ ଏକ୍ସ ରେଗୁଲାର ପାସ୍ ହାର ୫୪.୭୮% ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story