ଅଦ୍ୟତନ ହୋଇଛି
Exam
Advertisment
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସେପ୍ଟେମ୍ବର ୨୨ ତାରିଖରୁ ଯୁକ୍ତ ୨ ପ୍ରଥମ ବର୍ଷ ପିଲାଙ୍କ ପାଠପଢ଼ା ଆରମ୍ଭ ହେବ। ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା କହିଛନ୍ତି।
Advertisment
ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି, ଏବେ ସୁଦ୍ଧା ଯୁକ୍ତ ଦୁଇ ପ୍ରଥମ ବର୍ଷରେ ସାଢ଼େ ୩ ଲକ୍ଷ ପିଲା ନାମ ଲେଖାଇ ସାରିଲେଣି। ଯେହେତୁ ଏତେ ସଂଖ୍ୟକ ପିଲା ନାମ ଲେଖାଇ ସାରିଲେଣି ତେଣୁ ୨୨ ତାରିଖରୁ ପାଠପଢ଼ା ଆରମ୍ଭ ହୋଇଯିବ।
ସେ ଆହୁରି କହିଛନ୍ତି, ଦ୍ୱିତୀୟ ପର୍ଯ୍ୟାୟ ସ୍ପଟ୍ ନାମଲେଖା ସରିଛି। ତଥାପି ନାମଲେଖା ପକ୍ରିୟାକୁ ସେପ୍ଟେମ୍ବର ୨୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2022/09/Exam.jpg)