ଗରିବ ମେଧା ବିଦ୍ୟାର୍ଥୀଙ୍କୁ ମିଳିବ ମାଗଣା କୋଚିଂ, ୧୫ରୁ ପଞ୍ଜୀକରଣ; ଜାଣିନିଅନ୍ତୁ ପୂରା କଥା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ୩୦ ଜିଲ୍ଲାର ଗରିବ ମେଧା ବିଦ୍ୟାର୍ଥୀଙ୍କୁ ମିଳିବ ମାଗଣା କୋଚିଂ। ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଶିକ୍ଷାନୁଷ୍ଠାନରେ ଏକାଦଶ ଶ୍ରେଣୀରେ ପଢୁଥିବା ଗରିବ ମେଧାବୀ ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ଜାତୀୟ ସ୍ତରୀୟ ପ୍ରବେଶିକା ପରୀକ୍ଷା ପାଇଁ ମାଗଣାରେ ଦିଆଯିବ କୋଚିଂ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି। ବିଜ୍ଞପ୍ତି ଅନୁଯାୟୀ, ଏହି ଛାତ୍ରଛାତ୍ରୀଙ୍କୁ ମେଡିକାଲ (ନିଟ୍), ଆଇଆଇଟି, ଜେଇଇ (ଇଞ୍ଜିନିୟରିଂ) ଓ ନ୍ୟାସନାଲ […]

Entrance Exam

Entrance Exam

Jitendra Garnayak
  • Published: Monday, 13 December 2021
  • Updated: 13 December 2021, 02:29 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ୩୦ ଜିଲ୍ଲାର ଗରିବ ମେଧା ବିଦ୍ୟାର୍ଥୀଙ୍କୁ ମିଳିବ ମାଗଣା କୋଚିଂ। ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଶିକ୍ଷାନୁଷ୍ଠାନରେ ଏକାଦଶ ଶ୍ରେଣୀରେ ପଢୁଥିବା ଗରିବ ମେଧାବୀ ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ଜାତୀୟ ସ୍ତରୀୟ ପ୍ରବେଶିକା ପରୀକ୍ଷା ପାଇଁ ମାଗଣାରେ ଦିଆଯିବ କୋଚିଂ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି।

ବିଜ୍ଞପ୍ତି ଅନୁଯାୟୀ, ଏହି ଛାତ୍ରଛାତ୍ରୀଙ୍କୁ ମେଡିକାଲ (ନିଟ୍), ଆଇଆଇଟି, ଜେଇଇ (ଇଞ୍ଜିନିୟରିଂ) ଓ ନ୍ୟାସନାଲ ଡିଫେନ୍ସ ଏକାଡେମୀ (ଏନ୍‌ଡିଏ) ପ୍ରବେଶିକା ପରୀକ୍ଷାର ପ୍ରସ୍ତୁତି ପାଇଁ କୋଚିଂ ଦିଆଯିବ। ଆସନ୍ତା ୧୫ ତାରିଖରୁ ଛାତ୍ରଛାତ୍ରୀମାନେ ଏଥିପାଇଁ ନାମ ପଞ୍ଜୀକରଣ କରିପାରିବେ। ସେମାନେ unacademy.com/scholarship/odisha-scholarship-test କୁ ଲଗ୍ଇନ୍ କରି ଅନ୍‌ଲାଇନ୍‌ରେ ନାମ ପଞ୍ଜୀକରଣ କରିପାରିବେ।

ଏହି ପଞ୍ଜୀକରଣ ଆସନ୍ତା ୧୫ ତାରିଖରୁ ଆରମ୍ଭ ହୋଇ ଜାନୁଆରୀ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ। ପଞ୍ଜୀକରଣ କରିଥିବା ଛାତ୍ରଛାତ୍ରୀଙ୍କର ପରୀକ୍ଷା କରିବା ପରେ କୋଚିଂ ପାଇଁ ମନୋନୟନ କରାଯିବ। ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷାର ୫୦ % ଓ ହେବାକୁ ଥିବା ପ୍ରବେଶିକା ପରୀକ୍ଷାର ୫୦ % ମାର୍କକୁ ମିଶାଇ ଯୋଗ୍ୟତା ଭିତ୍ତିରେ କୋଚିଂ ପାଇଁ ମେଧା ବିଦ୍ୟାର୍ଥୀଙ୍କୁ ଚୟନ କରାଯିବ। ଯେଉଁ ଛାତ୍ରଛାତ୍ରୀ ପଞ୍ଜୀକରଣ କରିବେ ସେମାନେ ଜାନୁଆରୀ ୧୫ ତାରିଖ ପୂର୍ବାହ୍ଣ ୧୧ଟାରେ ପ୍ରବେଶିକା ପରୀକ୍ଷା ଦେବେ।

ସେହିଭଳି ଯେଉଁ ଛାତ୍ରଛାତ୍ରୀଙ୍କ ବାପାମା’ଙ୍କ ବାର୍ଷିକ ଆୟ ୬ ଲକ୍ଷ ଟଙ୍କାରୁ କମ୍ ସେମାନେ ଏଥିପାଇଁ ଆବେଦନ କରିପାରିବେ। +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ପଢୁଥିବା ବିଦ୍ୟାର୍ଥୀଙ୍କୁ ସୁଯୋଗ ମିଳିବ। ୩୦ ଜିଲାରେ ୨୦୨୧-୨୨ ଶିକ୍ଷାବର୍ଷରେ ମୋଟ ୧ ହଜାର ଛାତ୍ରଛାତ୍ରୀଙ୍କୁ ପ୍ରଶିକ୍ଷଣ ଦିଆଯିବ। ମୋଟ ୩ ହଜାର ଛାତ୍ରଛାତ୍ରୀଙ୍କ ମେଧା ତାଲିକା ପ୍ରକାଶ ପାଇବ। ଯୋଗ୍ୟତା ଅର୍ଜନ କରିଥିବା ପ୍ରାର୍ଥୀ କୋଚିଂରେ ସାମିଲ ନ ହେଲେ ୱେଣ୍ଟିଂ ଲିଷ୍ଟ୍‌ରେ ଥିବା ଛାତ୍ରଛାତ୍ରୀଙ୍କୁ ସୁଯୋଗ ଦିଆଯିବ। ଅନ୍‌ ଏକାଡେମୀ ପକ୍ଷରୁ ଛାତ୍ରଛାତ୍ରୀଙ୍କୁ କୋଚିଂ ଦିଆଯିବ ବୋଲି ଜଣାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story