ଆଉ ୧୧,୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ, ଏପ୍ରିଲ ସୁଦ୍ଧା ନିଯୁକ୍ତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟ ଗୁଡ଼ିକର ଆଉ ୧୧,୪୦୩ ଜଣ ଶିକ୍ଷକଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ଦେବାକୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଆସନ୍ତାବର୍ଷ ଏପ୍ରିଲ ମାସ ସୁଦ୍ଧା ନିଯୁକ୍ତି ପ୍ରକ୍ରିୟା ଶେଷକରି ସ୍କୁଲ୍‌ ଗୁଡ଼ିକରେ ନୂଆ ଶିକ୍ଷକ ନିଯୁକ୍ତି ଦିଆଯିବାକୁ ଲକ୍ଷ୍ୟ ରଖିଛନ୍ତି ସରକାର। ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଶିକ୍ଷକତା ପାଇଁ ଆବଶ୍ୟକ ସଂଖ୍ୟକ ପ୍ରାର୍ଥୀ ମିଳୁ ନ ଥିବାରୁ ଯେପରି ଅଧିକ ସଂଖ୍ୟକ ପ୍ରାର୍ଥୀ ଅଂଶଗ୍ରହଣ କରିପାରିବେ […]

odisha secretariat

odisha secretariat

Jitendra Garnayak
  • Published: Thursday, 23 December 2021
  • Updated: 23 December 2021, 05:55 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟ ଗୁଡ଼ିକର ଆଉ ୧୧,୪୦୩ ଜଣ ଶିକ୍ଷକଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ଦେବାକୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଆସନ୍ତାବର୍ଷ ଏପ୍ରିଲ ମାସ ସୁଦ୍ଧା ନିଯୁକ୍ତି ପ୍ରକ୍ରିୟା ଶେଷକରି ସ୍କୁଲ୍‌ ଗୁଡ଼ିକରେ ନୂଆ ଶିକ୍ଷକ ନିଯୁକ୍ତି ଦିଆଯିବାକୁ ଲକ୍ଷ୍ୟ ରଖିଛନ୍ତି ସରକାର। ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଶିକ୍ଷକତା ପାଇଁ ଆବଶ୍ୟକ ସଂଖ୍ୟକ ପ୍ରାର୍ଥୀ ମିଳୁ ନ ଥିବାରୁ ଯେପରି ଅଧିକ ସଂଖ୍ୟକ ପ୍ରାର୍ଥୀ ଅଂଶଗ୍ରହଣ କରିପାରିବେ ତାକୁ ଦୃଷ୍ଟିରେ ରଖି ପରୀକ୍ଷା ଓ ନିଯୁକ୍ତି ନିୟମାବଳୀରେ ସଂଶୋଧନ କରାଯାଇଛି। ଏହାସହିତ ବର୍ଦ୍ଧିତ ଛାତ୍ରଛାତ୍ରୀ ସଂଖ୍ୟାକୁ ଦୃଷ୍ଟିରେ ରଖି ଅଧିକ ୩,୪୬୨ଟି ଶିକ୍ଷକ ପଦବୀ ମଧ୍ୟ ମଞ୍ଜୁର କରାଯାଇଛି। ଏବେ ଖାଲି ପଦବୀ ତଥା ନୂତନ ମଞ୍ଜୁରୀପ୍ରାପ୍ତ ପଦବୀକୁ ମିଶାଇ ୧୧,୪୦୩ଟି ଶିକ୍ଷକ ପଦବୀ ପୂରଣ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରାଯାଇଛି।

ନିକଟରେ ଗୋଟିଏ ଦିନରେ ହାଇସ୍କୁଲରେ ୬,୧୩୧ ଜଣ ଶିକ୍ଷକକୁ ନିଯୁକ୍ତି ଦିଆଯାଇଥିଲା। ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟରେ ୪,୬୧୯ ଜଣ ହିନ୍ଦୀ, ସଂସ୍କୃତ ଓ କ୍ରୀଡ଼ା ଶିକ୍ଷକ ପଦବୀ ପୂରଣ ନିମନ୍ତେ ଅଗଷ୍ଟ ୧୩ରେ ବିଜ୍ଞାପନ ପ୍ରକାଶ ପାଇଥିଲା। ଏହା ପରେ ଦ୍ୱିତୀୟ ପର୍ଯ୍ୟାୟରେ ୬,୭୨୦ ଜଣ TGT କଳା ଶିକ୍ଷକ ଓ ତେଲୁଗୁ ଶିକ୍ଷକ ପାଇଁ ଅଗଷ୍ଟ ୨୮ ତାରିଖରେ ବିଜ୍ଞାପନ ପ୍ରକାଶିତ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story