Advertisment

ଆଜିଠୁ ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ

ଚଳିତ ବର୍ଷ କଳାରେ ମୋଟ୍ ୨ ଲକ୍ଷ ୩୭ ହଜାର ୭୫୦ , ବାଣିଜ୍ୟରେ ୨୬ ହଜାର ୮୯ ଜଣ ପରୀକ୍ଷା ଦେଉଛନ୍ତି।

ଅଦ୍ୟତନ ହୋଇଛି
Exam

Exam

Advertisment

ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା । ଚଳିତ ବର୍ଷ କଳାରେ ମୋଟ୍ ୨ ଲକ୍ଷ ୩୭ ହଜାର ୭୫୦ , ବାଣିଜ୍ୟରେ ୨୬ ହଜାର ୮୯ ଜଣ ପରୀକ୍ଷା ଦେଉଛନ୍ତି। ସେହିଭଳି ଧନ୍ଦାମୂଳକରେ ୫ ହଜାର ୭୯୨ ଜଣ ପରୀକ୍ଷା ଦେଉଛନ୍ତି।

Advertisment

ସୋଶାଲ ମିଡିଆରେ କୌଣସି ଭାଇରାଲ ପ୍ରଶ୍ନପତ୍ରକୁ ବିଶ୍ୱାସ ନକରିବାକୁ ପରାମର୍ଶ ଦେଇଛନ୍ତି CHSE ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ। ଆସନ୍ତା ମାର୍ଚ୍ଚ ୨୦ ଯାଏଁ ପରୀକ୍ଷା ଚାଲିବ।

ପରୀକ୍ଷା କେନ୍ଦ୍ରରେ ସିସିଟିଭିକୁ ଗୁରୁତ୍ୱ ଦିଆଯାଇଛି ଏବଂ ମାଧ୍ୟମିକ ଶିକ୍ଷା ପରିଷଦରେ ଏହାର ଲାଇଭ ଷ୍ଟ୍ରିମିଙ୍ଗ ବ୍ୟବସ୍ଥା ହୋଇଛି। ପରୀକ୍ଷା ଲାଗି ଭିନ୍ନକ୍ଷମମାନଙ୍କୁ ଅଧିକ ଘଣ୍ଟାଏ ସମୟ ମିଳିବ। 

Advertisment

ଗତକାଲିଠୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହୋଇଛି । ଚଳିତ ବର୍ଷ ୩ ଲକ୍ଷ ୮୬ହଜାର ୨୫୦ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଦେଉଛନ୍ତି। 

+2 Exam
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe