+2 ପରୀକ୍ଷା , 24 ମାର୍କ ରଖିଲେ ପାସ୍ । | Odisha Reporter
ବଦଳିଲା ଯୁକ୍ତ ଦୁଇ ପରୀକ୍ଷା ପ୍ରଶ୍ନପତ୍ର ଢାଞ୍ଚା । ୨୦୨୫ ବାର୍ଷିକ +୨ ପରୀକ୍ଷା ପାଇଁ ପରୀକ୍ଷା ପ୍ରଶ୍ନପତ୍ର ଢାଞ୍ଚା ବଦଳାଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ । କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ପ୍ରଶ୍ନପତ୍ର ଢାଞ୍ଚା ବଦଳି ଯାଇଛି। ୨୦୨୩ରେ ଯେଉଁ ଛାତ୍ରଛାତ୍ରୀ ନାମ ଲେଖିଛନ୍ତି ଓ ୨୦୨୫ରେ ପରୀକ୍ଷା ଦେବେ ସେମାନଙ୍କ ପାଇଁ ଏହି ନିୟମ ଲାଗୁ ହେବ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
