Advertisment

ଦଶମରେ ପାଠ ଛାଡ଼ିବାରେ ଓଡ଼ିଶା- ୧ନଂ

ରାଜ୍ୟର ପ୍ରାୟ ୫୦ ପ୍ରତିଶତ ପିଲା ମାଟ୍ରିକରେ ଅଧାରୁ ପାଠ ଛାଡ଼ୁଛନ୍ତି।

Advertisment

ଓଡ଼ିଶାରେ ଦୀର୍ଘ ୨୩ବର୍ଷ ଧରି ସ୍ଥିର ସରକାର ଥିବା ସତ୍ତ୍ୱେ ରାଜ୍ୟର ପ୍ରାୟ ୫୦ ପ୍ରତିଶତ ପିଲା ମାଟ୍ରିକରେ ଅଧାରୁ ପାଠ ଛାଡ଼ୁଛନ୍ତି।  ସର୍ବଭାରତୀୟସ୍ତରରେ ଓଡ଼ିଶାରେ ଦଶମ ଶ୍ରେଣୀରେ ଡ୍ରପଆଉଟ୍ ହାର ସବୁଠୁ ଅଧିକ ଥିବାବେଳେ ମଣିପୁରରେ ଡ୍ରପଆଉଟ୍ ହାର ଶୂନ ରହିଛି ।ଲୋକସଭାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଏହି ଲିଖିତ ଉତ୍ତରକୁ ନେଇ ଏବେ ରାଜ୍ୟର ବୁଦ୍ଧିଜୀବୀଙ୍କ ମଧ୍ୟରେ ଉଦବେଗ ପ୍ରକାଶ ପାଇଛି ।

Advertisment
Odisha Education Department Odisha Indian Education System
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe