ପିଲାଙ୍କୁ ଉତ୍ତମ ପରିବେଶ ସହ ଗୁଣାତ୍ମକ ଶିକ୍ଷା ଦେବା ପାଇଁ 5T ସ୍କୁଲ କରାଯାଉଛି । ହେଲେ ସ୍କୁଲର ଚିତ୍ର ଦେଖିଲେ ଲାଗିବ ଏହା କଣ ସତରେ 5T ସ୍କୁଲ। ବାହାରୁ ତ ପୂରା ଚକାଚକ ହେଲେ ଭିତର ଚିତ୍ର ପୁରା ଭିନ୍ନ । ଏହା ହେଉଛି ବାଲେଶ୍ୱର ରେମୁଣା ବ୍ଲକର ବରୁଣସିଂ ଠାରେ ଥିବା ବୈକୁଣ୍ଠନାଥ ଉଚ୍ଚ ବିଦ୍ୟାଳୟର ଦୃଶ୍ୟ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
ବାହାରିଲା OTET ୨୦୨୪ର ରେଜଲ୍ଟ: ଅସଫଳ ପରୀକ୍ଷାର୍ଥୀଙ୍କୁ କ’ଣ କହିଛି ବୋର୍ଡ, ଜାଣନ୍ତୁ
www.bseodisha.ac.inରେ ଉପଲବ୍ଧ ହେଉଛି ପରୀକ୍ଷା ଫଳ।
Education
୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ଆଉ ୬ମାସ ବଢ଼ିଲା
ଆଜି ଗୁରୁବାର ରାଜଭବନ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଉତ୍କଳ ବିଶ୍ୱବିଦ୍ୟାଳୟ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଓ ରମାଦେବୀ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କ କାର୍ଯ୍ୟକାଳକୁ ରାଜ୍ୟପାଳ ବୃଦ୍ଧି କରିଛନ୍ତି ।
Education
ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ତାରିଖ ଘୋଷଣା କଲା CBSE
ଦଶମ ଶ୍ରେଣୀ ଓ ଦ୍ୱାଦଶ ଶ୍ରେଣୀ ସିବିଏସ୍ଇ ବୋର୍ଡ ପରୀକ୍ଷା 2025 ଫେବୃଆରୀ 15ରୁ ଆରମ୍ଭ ହେବ। ସିବିଏସ୍ଇ ଏହାର ଆଧିକାରୀକ ୱେବସାଇଟ୍ 'cbse.gov.in'ରେ ପରୀକ୍ଷା ସୂଚୀ ପ୍ରକାଶ କରିଛି।
Education
ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା, ସଂପୂର୍ଣ୍ଣ କାର୍ଯ୍ୟସୂଚୀ ଜାରି
ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ଜାରି।