ପରୀକ୍ଷା ପାଇଁ 6 କିମି ଚାଲିଲେ ଛାତ୍ରୀ | Odisha Reporter
ପରୀକ୍ଷା ଦେବା ପାଇଁ ୬ କିଲୋମିଟର ଚାଲିଲେ ୯୦ ଜଣ ଛାତ୍ରୀ। ପଞ୍ଚାୟତସ୍ତରୀୟ ଗଣିତ ପରୀକ୍ଷା ଦେବାକୁ ୬ କିଲୋମିଟର ଛାତ୍ରୀମାନଙ୍କୁ ଚଲାଇ ପରୀକ୍ଷା କେନ୍ଦ୍ରକୁ ନେବା ଆଣିବା କଲେ ପ୍ରଧାନ ଶିକ୍ଷୟିତ୍ରୀ। ମୟୁରଭଞ୍ଜ ଜିଲ୍ଲା ମୋରଡା ବ୍ଲକ ଅଧିନସ୍ଥ ଭାଲିଆଡିହା କେଜିବିଭି ସ୍କୁଲର ଷଷ୍ଠଶ୍ରେଣୀର ଛାତ୍ରୀ ଏବଂ ଆଦିବାସୀ ହରିଜନ ଆବାସିକ ବିଦ୍ୟାଳୟର ଚତୁର୍ଥ ଓ ପଞ୍ଚମ ଶ୍ରେଣୀର ଛାତ୍ରୀଙ୍କୁ ରାସ୍ତାରେ ଚଲାଇ ନିଆଯାଇଛି ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
