Advertisment

ପରୀକ୍ଷା ପାଇଁ ୬ କିଲୋମିଟର ଚାଲିଲେ ୯୦ ଛାତ୍ରୀ

ପରୀକ୍ଷା ଦେବା ପାଇଁ ୬ କିଲୋମିଟର ଚାଲିଲେ ୯୦ ଜଣ ଛାତ୍ରୀ। ପଞ୍ଚାୟତସ୍ତରୀୟ ଗଣିତ ପରୀକ୍ଷା ଦେବାକୁ ୬ କିଲୋମିଟର ଛାତ୍ରୀମାନଙ୍କୁ ଚଲାଇ ପରୀକ୍ଷା କେନ୍ଦ୍ରକୁ ନେବା ଆଣିବା କଲେ ପ୍ରଧାନ ଶିକ୍ଷୟିତ୍ରୀ।

Advertisment

ପରୀକ୍ଷା ଦେବା ପାଇଁ ୬ କିଲୋମିଟର ଚାଲିଲେ ୯୦ ଜଣ ଛାତ୍ରୀ। ପଞ୍ଚାୟତସ୍ତରୀୟ ଗଣିତ ପରୀକ୍ଷା ଦେବାକୁ ୬ କିଲୋମିଟର ଛାତ୍ରୀମାନଙ୍କୁ ଚଲାଇ ପରୀକ୍ଷା କେନ୍ଦ୍ରକୁ ନେବା ଆଣିବା କଲେ ପ୍ରଧାନ ଶିକ୍ଷୟିତ୍ରୀ। ମୟୁରଭଞ୍ଜ ଜିଲ୍ଲା ମୋରଡା ବ୍ଲକ ଅଧିନସ୍ଥ ଭାଲିଆଡିହା କେଜିବିଭି ସ୍କୁଲର ଷଷ୍ଠଶ୍ରେଣୀର ଛାତ୍ରୀ ଏବଂ ଆଦିବାସୀ ହରିଜନ ଆବାସିକ ବିଦ୍ୟାଳୟର ଚତୁର୍ଥ ଓ ପଞ୍ଚମ ଶ୍ରେଣୀର ଛାତ୍ରୀଙ୍କୁ ରାସ୍ତାରେ ଚଲାଇ ନିଆଯାଇଛି ।

Advertisment
Odisha School Tribal Students Mayurbhanj
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe