ଆସନ୍ତାକାଲି ରାଜ୍ୟର ସବୁ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରିଛି ରାଜ୍ୟ ଗଣଶିକ୍ଷା ବିଭାଗ। ମହାଳୟା ପାଇଁ ଏହି ଛୁଟି ଘୋଷଣା କରାଯାଇଛି।
ଏହା ସହିତ ଦଶହରା ଛୁଟି ନେଇ ମଧ୍ୟ ଗଣଶିକ୍ଷା ବିଭାଗର ନୋଟିସ୍ ପ୍ରକାଶ କରାଯାଇଛି। ଚଳିତ ବର୍ଷ ଦଶହରା ଛୁଟି ୨ଟି ରବିବାରକୁ ମିଶାଇ ମୋଟ ୧୦ ଦିନ ହେବ। ଆସନ୍ତା ୨୦ରୁ ୨୯ ପର୍ଯ୍ୟନ୍ତ ଦଶହରା ଛୁଟି ଘୋଷଣା କରାଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ଆଉ ୬ମାସ ବଢ଼ିଲା
ଆଜି ଗୁରୁବାର ରାଜଭବନ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଉତ୍କଳ ବିଶ୍ୱବିଦ୍ୟାଳୟ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଓ ରମାଦେବୀ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କ କାର୍ଯ୍ୟକାଳକୁ ରାଜ୍ୟପାଳ ବୃଦ୍ଧି କରିଛନ୍ତି ।
Education
ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ତାରିଖ ଘୋଷଣା କଲା CBSE
ଦଶମ ଶ୍ରେଣୀ ଓ ଦ୍ୱାଦଶ ଶ୍ରେଣୀ ସିବିଏସ୍ଇ ବୋର୍ଡ ପରୀକ୍ଷା 2025 ଫେବୃଆରୀ 15ରୁ ଆରମ୍ଭ ହେବ। ସିବିଏସ୍ଇ ଏହାର ଆଧିକାରୀକ ୱେବସାଇଟ୍ 'cbse.gov.in'ରେ ପରୀକ୍ଷା ସୂଚୀ ପ୍ରକାଶ କରିଛି।
Education
ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା, ସଂପୂର୍ଣ୍ଣ କାର୍ଯ୍ୟସୂଚୀ ଜାରି
ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ଜାରି।
Education
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଟଙ୍କାଏ ବଢ଼ିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ, ଆଦର୍ଶ ସ୍କୁଲରେ ହଷ୍ଟେଲ ମାଗଣା
ଓଡ଼ିଶା ଆଦର୍ଶ ବିଦ୍ୟାଳୟର ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀଙ୍କଠୁ ନିଆଯାଉଥିବା ମାସିକ ୨ହଜାର ଟଙ୍କା ଲେଖାଏଁ ଖାଇବା ଖର୍ଚ୍ଚକୁ ସମ୍ପୂର୍ଣ୍ଣ ଛାଡ଼ କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।