ଆଜି ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ। ଏଥର ମୋଟ ୫ ଲକ୍ଷ ୪୧ ହଜାର ୬୧ ଜଣ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ପାସ୍ କରିଛନ୍ତି ୫ ଲକ୍ଷ ୩୦ ହଜାର ୧୫୩ ଜଣ। ଚଳିତ ବର୍ଷ ପୁଅଙ୍କ ଅପେକ୍ଷା ଝିଅଙ୍କ ପାସ୍ ହାର ଅଧିକ ରହିଛି। ଝିଅଙ୍କ ପାସ୍ ହାର ୯୬.୭୩% ରହିଥିବା ବେଳେ ପୁଅଙ୍କ ପାସ୍ ହାର ୯୫.୩୯% ରହିଛି। ଏନେକ ଛାତ୍ରଛାତ୍ରୀ ଏଥିରେ କୃତକାର୍ଯ୍ୟ ହୋଇଛନ୍ତି। ସେଥିମଧ୍ୟରୁ କିଛି ଜଣଙ୍କ ସଂଘର୍ଷ କାହାଣୀ ବେଶ୍ ପ୍ରେରଣାଦାୟୀ। ସେହିପରି ଜଣେ ଛାତ୍ର ହେଉଛନ୍ତି କଟକ ରେଭେନ୍ସା କଲିଜିଏଟ ହାଇସ୍କୁଲ୍ର ଆଶୁତୋଷ ସାହୁ। ପ୍ରକାଶ ପାଇଥିବା ଦଶମ ବୋର୍ଡ ପରୀକ୍ଷାରେ ୫୫୨ ନମ୍ୱର ରଖିବା ସହିତ ଏ-1 ଗ୍ରେଡ ହାସଲ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Education
ଧନୁଯାତ୍ରା ପାଇଁ ବରଗଡ଼ରେ ବଦଳିଲା ସ୍କୁଲ, କଲେଜ ସମୟ
ସମ୍ଭାବ୍ୟ ଭିଡ ଏବଂ ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ବରଗଡ ଜିଲା ଶିକ୍ଷା ବିଭାଗ ଆସନ୍ତା ୬ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ମଥୁରାନଗରୀରେ ରହିଥିବା ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକରେ ପାଠପଢା ସମୟକୁ ପରିବର୍ତ୍ତନ କରିଛି।
Education
ପ୍ରବଳ ଥଣ୍ଡା, ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ସ୍କୁଲ ଛୁଟି
ପ୍ରବଳ ଥଣ୍ଡା ସାଙ୍ଗକୁ ଘନ କୁହୁଡ଼ି ଅନୁଭୂତ ହେଉଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ସ୍କୁଲ ଛୁଟି ଘୋଷଣା କରିଛନ୍ତି।
Education
ହଟିଲା କଟକଣା: ଏଣିକି ଫେଲ୍ ହେଲେ ଫେଲ୍
୫ମ ଓ ୮ମ ଶ୍ରେଣୀରେ ଫେଲ ହେଉଥିବା ପିଲାମାନଙ୍କୁ ଆଉ ଗୋଟିଏ ସୁଯୋଗ ଦିଆଯିବ। ସେମାନେ ୨ ମାସ ମଧ୍ୟରେ ପୁଣି ପରୀକ୍ଷାର ସୁଯୋଗ ପାଇପାରିବେ।
Education
ଓଡ଼ିଶାରେ ଖୋଲିବ ଆଉ ୮ଟି କେନ୍ଦ୍ରୀୟ ବିଦ୍ୟାଳୟ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାର ୮ଟି ସମେତ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନକୁ ମଞ୍ଜୁରୀ ମିଳିଛି । ଏହାସହିତ ଆଉ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଧ୍ୟ ସିସିଇଏ ଅନୁମୋଦନ କରିଛନ୍ତି ।