ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏଣ୍ଟ୍ରାନ୍ସ ଟେଷ୍ଟ (OAVET)ର ଫଳାଫଳ ଆଜି ପ୍ରକାଶ ପାଇଛି। କଟକ ସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚଳିତ ବର୍ଷ ଷଷ୍ଠରୁ ନବମ ଶ୍ରେଣୀରେ ନାମ ଲେଖାଇବା ପାଇଁ ହୋଇଥିଲା ଏହି ପ୍ରବେଶିକା ପରୀକ୍ଷା।
Also Read
OAVET ସହିତ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ଏଣ୍ଟ୍ରାନ୍ସ ଟେଷ୍ଟ (OMAVET) ଫଳାଫଳ ମଧ୍ୟ ଆଜି ପ୍ରକାଶ ପାଇଛି। ଚଳିତ ବର୍ଷ ଷଷ୍ଠ ଓ ସପ୍ତମ ଶ୍ରେଣୀରେ ନାମ ଲେଖାଇବା ପାଇଁ ଏହି ପ୍ରବେଶିକା ପରୀକ୍ଷା କରାଯାଇଥିଲା।
ଏହି ପ୍ରବେଶିକା ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀମାନେ www.bseodisha.ac.in କୁ ଯାଇ ସେମାନଙ୍କ ଫଳ ଦେଖି ପାରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ଆଉ ୬ମାସ ବଢ଼ିଲା
ଆଜି ଗୁରୁବାର ରାଜଭବନ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଉତ୍କଳ ବିଶ୍ୱବିଦ୍ୟାଳୟ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଓ ରମାଦେବୀ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କ କାର୍ଯ୍ୟକାଳକୁ ରାଜ୍ୟପାଳ ବୃଦ୍ଧି କରିଛନ୍ତି ।
Education
ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ତାରିଖ ଘୋଷଣା କଲା CBSE
ଦଶମ ଶ୍ରେଣୀ ଓ ଦ୍ୱାଦଶ ଶ୍ରେଣୀ ସିବିଏସ୍ଇ ବୋର୍ଡ ପରୀକ୍ଷା 2025 ଫେବୃଆରୀ 15ରୁ ଆରମ୍ଭ ହେବ। ସିବିଏସ୍ଇ ଏହାର ଆଧିକାରୀକ ୱେବସାଇଟ୍ 'cbse.gov.in'ରେ ପରୀକ୍ଷା ସୂଚୀ ପ୍ରକାଶ କରିଛି।
Education
ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା, ସଂପୂର୍ଣ୍ଣ କାର୍ଯ୍ୟସୂଚୀ ଜାରି
ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ଜାରି।
Education
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଟଙ୍କାଏ ବଢ଼ିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ, ଆଦର୍ଶ ସ୍କୁଲରେ ହଷ୍ଟେଲ ମାଗଣା
ଓଡ଼ିଶା ଆଦର୍ଶ ବିଦ୍ୟାଳୟର ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀଙ୍କଠୁ ନିଆଯାଉଥିବା ମାସିକ ୨ହଜାର ଟଙ୍କା ଲେଖାଏଁ ଖାଇବା ଖର୍ଚ୍ଚକୁ ସମ୍ପୂର୍ଣ୍ଣ ଛାଡ଼ କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।