ଫେବ୍ରୁଆରୀ ୧୪ରୁ +୨ ପରୀକ୍ଷା

ଜାନୁଆରୀ ପ୍ରଥମ ସପ୍ତାହରେ ହେବ ପ୍ରାକ୍ଟିକାଲ ପରୀକ୍ଷା। CHSE ପକ୍ଷରୁ ପ୍ରକାଶିତ ଏକାଡେମିକ କ୍ୟାଲେଣ୍ଡରରେ ଉଲ୍ଲେଖ ଏନେଇ ଉଲ୍ଲେଖ ରହିଛି।

Students

Representational Image

Manoranjan Sial
  • Published: Wednesday, 16 August 2023
  • Updated: 16 August 2023, 09:43 PM IST

Sports

Latest News

ଆସନ୍ତାବର୍ଷ ଫେବୃୟାରୀ ୧୪ତାରିଖରୁ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ଅନୁଷ୍ଠିତ ହେବ । ଏହି ପରୀକ୍ଷା ମାର୍ଚ୍ଚ ୧୩ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅବଧିରେ ଯୁକ୍ତ ଦୁଇ କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ହେବ । ଆଜି ଏନେଇ  ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବାର୍ଷିକ କ୍ୟାଲେଣ୍ଡର ଜାରି କରାଯାଇ ସୂଚନା ଦିଆଯାଇଛି । ପରିଷଦ ପ୍ରଥମଥର ପାଇଁ ପ୍ରାୟ ୬ମାସ ପୂର୍ବରୁ ଫର୍ମ ଫିଲଅପଠୁ ଆରମ୍ଭ କରି ପରୀକ୍ଷା ଓ ଫଳ ପ୍ରକାଶନ ସଂକ୍ରାନ୍ତରେ ସୂଚନା ଦେଇଛି ।

Also Read

ପରିଷଦ ପକ୍ଷରୁ ଜାରି ୨୦୨୩-୨୪ ବାର୍ଷିକ ଏକାଡେମିକ କ୍ୟାଲେଣ୍ଡର ଅନୁସାରେ ଚଳିତବର୍ଷ ନଭେମ୍ବର ୧୦ରୁ ୨୫ତାରିଖ ପର୍ଯ୍ୟନ୍ତ ଯୁକ୍ତ ଦୁଇ (ରେଗୁଲାର) ଶ୍ରେଣୀର ଛାତ୍ରଛାତ୍ରୀମାନେ ଅନଲାଇନରେ ଫର୍ମ ଫିଲଅପ୍ କରିବେ । ସେହିପରି ଏକ୍ସରେଗୁଲାର ଛାତ୍ରଛାତ୍ରୀମାନେ ଚଳିତବର୍ଷ ସେପ୍ଟେମ୍ବର ୧୫ରୁ ୩୦ମଧ୍ୟରେ ଫର୍ମ ଫିଲଅପ୍ କରିବେ । ଉଭୟ ରେଗୁଲାର ଓ ଏକ୍ସରେଗୁଲାର ଛାତ୍ରଛାତ୍ରୀଙ୍କ ଫର୍ମ ଫିଲଅପ୍ ଦସ୍ତାବିଜ ନଭେମ୍ବର ୨୭ରୁ ୩୦ତାରିଖ ମଧ୍ୟରେ ପରିଷଦରେ ଦାଖଲ କରାଯିବ।

ବାର୍ଷିକ ପରୀକ୍ଷା ନିମନ୍ତେ ଡିସେମ୍ବର ୨୫ତାରିଖରେ ଆଡମିଟ୍ କାର୍ଡ ଅନଲାଇନରେ ଇସ୍ୟୁ କରାଯିବ । ସେହିପରି ଜାନୁୟାରୀ ପ୍ରଥମ ସପ୍ତାହରୁ ପ୍ରାକ୍ଟିକାଲ ପରୀକ୍ଷା ଓ ଫେବୃୟାରୀ ୧୪ରୁ ମାର୍ଚ୍ଚ ୧୩ତାରିଖ ପର୍ଯ୍ୟନ୍ତ ଥିଓରୀ ପରୀକ୍ଷା ହେବ । ଆଉ ପରୀକ୍ଷା ଫଳ ଏପ୍ରିଲ ଶେଷ ସପ୍ତାହ ଅବା ମେ’ ମାସ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ବୋଲି ପରିଷଦ ପକ୍ଷରୁ ଜାରି ବାର୍ଷିକ ଏକାଡେମିକ କ୍ୟାଲେଣ୍ଡରରେ ଉଲ୍ଲେଖ ରହିଛି ।

ସୂଚନାଯୋଗ୍ୟ, ଯୁକ୍ତ ଦୁଇ ଶିକ୍ଷାନୁଷ୍ଠାନଗୁଡ଼ିକରେ ପରିଷଦ ପକ୍ଷରୁ ସେପ୍ଟେମ୍ବରରୁ ଡିସେମ୍ବର ମାସ ମଧ୍ୟରେ ବିଭିନ୍ନ ପ୍ରକାରର କ୍ରୀଡ଼ା ଓ ଖେଳ କାର୍ଯ୍ୟକ୍ରମ ଶେଷ କରାଯିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story