‘5T ସ୍କୁଲରେ ଦୁର୍ନୀତି ହୋଇଥିଲେ କାର୍ଯ୍ୟାନୁଷ୍ଠାନ’ | Education Minister Nityananda Gond |Odisha Reporter
Advertisment
5T ସ୍କୁଲରେ ଦୁର୍ନୀତି ହୋଇଥିଲେ କାର୍ଯ୍ୟାନୁଷ୍ଠାନ ହେବ। ରାଜ୍ୟରେ ଖାଲିପଡ଼ିଥିବା ଶିକ୍ଷକ ପଦବୀ ଖୁବ୍ଶୀଘ୍ର ପୂରଣ ହେବ। ଏନେଇ ସୂଚନା ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us