ମାଟ୍ରିକ୍ ରେଜଲ୍ଟ: ଏଥର ବି ଝିଅ ମାରିଲେ ବାଜି

କୃତକାର୍ଯ୍ୟ ହୋଇଥିବା ୫ ଲକ୍ଷ ୩୦ ହଜାର ୧୫୩ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରେ ଛାତ୍ରୀଙ୍କ ସଂଖ୍ୟା ଅଧିକ ରହିଛି।

Girls PhotoOR

ଏଥର ମାଟ୍ରିକ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା କିଛି ଛାତ୍ରୀ।

Jitendra Garnayak
  • Published: Sunday, 26 May 2024
  • Updated: 26 May 2024, 01:29 PM IST

ଚଳିତ ବର୍ଷର ମାଟ୍ରିକ  ପରୀକ୍ଷା ରେଜଲ୍ଟ ଆଜି ଘୋଷଣା କରିଛି ମାଧ୍ୟମିକ ଶିକ୍ଷା ପରିଷଦ। ଏଥର ମୋଟ ୫ ଲକ୍ଷ ୪୧ ହଜାର ୬୧ ଜଣ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଥିବା ବେଳେ ୫ ଲକ୍ଷ ୩୦ ହଜାର ୧୫୩ ଜଣ ପାସ୍ କରିଛନ୍ତି। ୨୫୩ ଜଣ ଏମ୍‌ପି ହୋଇଥିବା ବେଳେ ବାକିମାନେ କୃତକାର୍ଯ୍ୟ ହୋଇପାରି ନାହାନ୍ତି। ପାସ୍ ହାର ୯୬.୦୭ % ରହିଛି।

କୃତକାର୍ଯ୍ୟ ହୋଇଥିବା ୫ ଲକ୍ଷ ୩୦ ହଜାର ୧୫୩ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରେ ଛାତ୍ରୀଙ୍କ ସଂଖ୍ୟା ଅଧିକ ରହିଛି। ଅର୍ଥାତ୍ ଛାତ୍ରୀଙ୍କ ପାସ୍ ହାର ଅଧିକ ରହିଛି। ଛାତ୍ରୀଙ୍କ ପାସ୍ ହାର ୯୬.୭୩% ରହିଥିବା ବେଳେ ଛାତ୍ରଙ୍କ ପାସ୍ ହାର ୯୫.୩୯% ରହିଛି।

ଗତ ବର୍ଷ ମଧ୍ୟ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଅଧି ରହିଥିଲା। ଗତ ବର୍ଷ ଛାତ୍ରୀଙ୍କ ପାସ୍‌ ହାର ୯୭.୦୫% ରହିଥିବା ବେଳେ ଛାତ୍ରଙ୍କ ପାସ୍‌ ହାର ୯୫.୭୫% ରହିଥିଲା। ୨ଲକ୍ଷ ୫୭ ହଜାର ୧୦୬ ଜଣ ଛାତ୍ରୀ ପାସ୍ କରିଥିବା ବେଳେ ୨ ଲକ୍ଷ ୫୧ ହଜାର ୨୯୮ ଜଣ ଛାତ୍ର ପାସ୍ କରିଥିଲେ।

ଗତ ବର୍ଷ ୩୨୨୨ଟି ସ୍କୁଲରେ ଶତ ପ୍ରତିଶତ ରେଜଲ୍ଟ ହୋଇଥିବା ବେଳେ ଚଳିତ ବର୍ଷ ୨୬୪୪ଟି ସ୍କୁଲରେ ଶତ ପ୍ରତିଶତ ରେଜଲ୍ଟ ହୋଇଛି। ଏଥର କୌଣସି ସ୍କୁଲ୍‌ରେ ୦% ରେଜଲ୍ଟ ହୋଇନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story