ଏଣିକି ଆଉ ବର୍ଷକୁ ବର୍ଷ ବଦଳିବନି ସ୍କୁଲ ଆଇ କାର୍ଡ। ଏପରିକି ସ୍କୁଲ ବଦଳିଲେ ବି ରହିବ ସମାନ ପରିଚୟ ପତ୍ର। ଦେଶର ସବୁ ଛାତ୍ରଛାତ୍ରୀଙ୍କ ଏକକ ପରିଚୟ ପତ୍ର ହେବ। ଏଥିପାଇଁ ପ୍ରକ୍ରିୟା ଆରମ୍ଭ କରିବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଂଚଳକୁ ନିର୍ଦ୍ଦେଶ ଦିଆଯାଇଛି ।ସବୁ ସ୍କୁଲ୍ ପିଲାଙ୍କ ପାଇଁ ଗୋଟିଏ ଦେଶ, ଗୋଟିଏ ପରିଚୟ ପତ୍ର( One Nation, One ID Card) ଅଣାଯିବାକୁ ଯୋଜନା ହେଉଛି । ଏହାର ନାଁ ଅଟୋମେଟେଡ୍ ପରମାନେଣ୍ଟ ଏକାଡେମିକ୍ ଆକାଉଣ୍ଟ ରେଜିଷ୍ଟ୍ରି (APAAR) ରହିବ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Education
ଧନୁଯାତ୍ରା ପାଇଁ ବରଗଡ଼ରେ ବଦଳିଲା ସ୍କୁଲ, କଲେଜ ସମୟ
ସମ୍ଭାବ୍ୟ ଭିଡ ଏବଂ ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ବରଗଡ ଜିଲା ଶିକ୍ଷା ବିଭାଗ ଆସନ୍ତା ୬ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ମଥୁରାନଗରୀରେ ରହିଥିବା ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକରେ ପାଠପଢା ସମୟକୁ ପରିବର୍ତ୍ତନ କରିଛି।
Education
ପ୍ରବଳ ଥଣ୍ଡା, ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ସ୍କୁଲ ଛୁଟି
ପ୍ରବଳ ଥଣ୍ଡା ସାଙ୍ଗକୁ ଘନ କୁହୁଡ଼ି ଅନୁଭୂତ ହେଉଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ସ୍କୁଲ ଛୁଟି ଘୋଷଣା କରିଛନ୍ତି।
Education
ହଟିଲା କଟକଣା: ଏଣିକି ଫେଲ୍ ହେଲେ ଫେଲ୍
୫ମ ଓ ୮ମ ଶ୍ରେଣୀରେ ଫେଲ ହେଉଥିବା ପିଲାମାନଙ୍କୁ ଆଉ ଗୋଟିଏ ସୁଯୋଗ ଦିଆଯିବ। ସେମାନେ ୨ ମାସ ମଧ୍ୟରେ ପୁଣି ପରୀକ୍ଷାର ସୁଯୋଗ ପାଇପାରିବେ।
Education
ଓଡ଼ିଶାରେ ଖୋଲିବ ଆଉ ୮ଟି କେନ୍ଦ୍ରୀୟ ବିଦ୍ୟାଳୟ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାର ୮ଟି ସମେତ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନକୁ ମଞ୍ଜୁରୀ ମିଳିଛି । ଏହାସହିତ ଆଉ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଧ୍ୟ ସିସିଇଏ ଅନୁମୋଦନ କରିଛନ୍ତି ।