/odisha-reporter/media/post_attachments/uploadimage/library/16_9/16_9_0/IMAGE_1706712262.jpg)
iimc gets deemed university
ଗଣମାଧ୍ୟମର ଅଗ୍ରଣୀ ଶିକ୍ଷାନୁଷ୍ଠାନ IIMCକୁ ଡିମ୍ଡ ୟୁନିଭର୍ସିଟି ମାନ୍ୟତା। ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ମାସ୍ କମ୍ୟୁନିକେସନ୍-IIMCକୁ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ଦ୍ୱାରା ଡିମ୍ଡ ୟୁନିଭର୍ସିଟି ଭାବେ ମାନ୍ୟତା ମିଳିଛି। IIMC ଦିଲ୍ଲୀ ସହ ଏହାର ୫ଟି ଆଞ୍ଚଳିକ କ୍ୟାମ୍ପସକୁ ମାନ୍ୟତା ମିଳିଛି। IIMCର ୫ ଆଞ୍ଚଳିକ କ୍ୟାମ୍ପସ ମଧ୍ୟରେ ଢେଙ୍କାନାଳ ରହିଛି। IIMCରେ ଏଣିକି ଡିଗ୍ରୀ ଓ ପିଏଚ୍ଡି ପାଠ୍ୟକ୍ରମ ଉପଲବ୍ଧ ହେବ। ତେବେ ଡିମ୍ଡ ୟୁନିଭରସିଟି ମାନ୍ୟତା ମିଳିବା ପରେ ଶିକ୍ଷା ମନ୍ତ୍ରାଳୟକୁ ସାଧୁବାଦ ଜଣାଇଛି ଆଇଆଇଏମ୍ସି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
