Advertisment

IIMCକୁ ଡିମ୍‌ଡ ୟୁନିଭର୍ସିଟି ମାନ୍ୟତା

ଗଣମାଧ୍ୟମର ଅଗ୍ରଣୀ ଶିକ୍ଷାନୁଷ୍ଠାନ IIMCକୁ ଡିମ୍‌ଡ ୟୁନିଭର୍ସିଟି ମାନ୍ୟତା

iimc gets deemed university

iimc gets deemed university

Advertisment

ଗଣମାଧ୍ୟମର ଅଗ୍ରଣୀ ଶିକ୍ଷାନୁଷ୍ଠାନ IIMCକୁ ଡିମ୍‌ଡ ୟୁନିଭର୍ସିଟି ମାନ୍ୟତା। ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ମାସ୍ କମ୍ୟୁନିକେସନ୍-IIMCକୁ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ଦ୍ୱାରା ଡିମ୍‌ଡ ୟୁନିଭର୍ସିଟି ଭାବେ ମାନ୍ୟତା ମିଳିଛି। IIMC ଦିଲ୍ଲୀ ସହ ଏହାର ୫ଟି ଆଞ୍ଚଳିକ କ୍ୟାମ୍ପସକୁ ମାନ୍ୟତା ମିଳିଛି। IIMCର ୫ ଆଞ୍ଚଳିକ କ୍ୟାମ୍ପସ ମଧ୍ୟରେ ଢେଙ୍କାନାଳ ରହିଛି। IIMCରେ ଏଣିକି ଡିଗ୍ରୀ ଓ ପିଏଚ୍‌ଡି ପାଠ୍ୟକ୍ରମ ଉପଲବ୍ଧ ହେବ। ତେବେ ଡିମ୍‌ଡ ୟୁନିଭରସିଟି ମାନ୍ୟତା ମିଳିବା ପରେ ଶିକ୍ଷା ମନ୍ତ୍ରାଳୟକୁ ସାଧୁବାଦ ଜଣାଇଛି ଆଇଆଇଏମ୍ସି।

Advertisment
Deemed University IIMC
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe