JEE ମେନ୍ ସେସନ୍-୨ ରେଜଲ୍ଟ ପ୍ରକାଶ। ନ୍ୟାସନାଲ ଟେଷ୍ଟ ଏଜେନ୍ସି (NTA) ସେସନ୍-୨ ଫଳାଫଳ ପ୍ରକାଶ କରିଛି। jeemain.nta.ac.in ଅଫିସିଆଲ ୱେବସାଇଟ୍ ମାଧ୍ୟମରେ ରେଜଲ୍ଟ ଜାଣିପାରିବେ।
ଚଳିତ ବର୍ଷ, JEE ମେନ୍ ଜାନୁଆରୀ ଏବଂ ଏପ୍ରିଲରେ ଦୁଇଟି ରାଉଣ୍ଡରେ ଅନୁଷ୍ଠିତ ହୋଇଥିଲା। ଉଭୟ ସେସନରେ ଅଂଶଗ୍ରହଣ କରିଥିବା ପ୍ରାର୍ଥୀମାନେ ସେମାନଙ୍କର ରେଜଲ୍ଟ ଏବଂ ମେରିଟ ଲିଷ୍ଟ ତାଲିକା ପାଇପାରିବେ।
Also Read
ଅଫିସିଆଲ ୱେବସାଇଟରେ ସମ୍ପୂର୍ଣ୍ଣ ତଥ୍ୟ ଉପଲବ୍ଧ। ଆପ୍ଲିକେସନ ନମ୍ବର, ପାସୱାର୍ଡ ଏବଂ ସିକ୍ୟୁରିଟି ପିନ ମାଧ୍ୟମରେ ରେଜଲ୍ଟ ଜାଣିପାରିବେ। ଭାରତର ବିଭିନ୍ନ ଇଞ୍ଜିନିୟରିଂ କଲେଜରେ ଆଡମିଶନ ପାଇଁ ମିଳିତ ପ୍ରବେଶିକା ପରୀକ୍ଷା (JEE ମେନ୍) ଏଣ୍ଟ୍ରାନ୍ସ କରାଯାଏ ଏବଂ JEE ଆଡଭାନ୍ସ ପାଇଁ ଯୋଗ୍ୟତା ପରୀକ୍ଷା କରାଯାଏ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Education
ଧନୁଯାତ୍ରା ପାଇଁ ବରଗଡ଼ରେ ବଦଳିଲା ସ୍କୁଲ, କଲେଜ ସମୟ
ସମ୍ଭାବ୍ୟ ଭିଡ ଏବଂ ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ବରଗଡ ଜିଲା ଶିକ୍ଷା ବିଭାଗ ଆସନ୍ତା ୬ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ମଥୁରାନଗରୀରେ ରହିଥିବା ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକରେ ପାଠପଢା ସମୟକୁ ପରିବର୍ତ୍ତନ କରିଛି।
Education
ପ୍ରବଳ ଥଣ୍ଡା, ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ସ୍କୁଲ ଛୁଟି
ପ୍ରବଳ ଥଣ୍ଡା ସାଙ୍ଗକୁ ଘନ କୁହୁଡ଼ି ଅନୁଭୂତ ହେଉଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ସ୍କୁଲ ଛୁଟି ଘୋଷଣା କରିଛନ୍ତି।
Education
ହଟିଲା କଟକଣା: ଏଣିକି ଫେଲ୍ ହେଲେ ଫେଲ୍
୫ମ ଓ ୮ମ ଶ୍ରେଣୀରେ ଫେଲ ହେଉଥିବା ପିଲାମାନଙ୍କୁ ଆଉ ଗୋଟିଏ ସୁଯୋଗ ଦିଆଯିବ। ସେମାନେ ୨ ମାସ ମଧ୍ୟରେ ପୁଣି ପରୀକ୍ଷାର ସୁଯୋଗ ପାଇପାରିବେ।
Education
ଓଡ଼ିଶାରେ ଖୋଲିବ ଆଉ ୮ଟି କେନ୍ଦ୍ରୀୟ ବିଦ୍ୟାଳୟ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାର ୮ଟି ସମେତ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନକୁ ମଞ୍ଜୁରୀ ମିଳିଛି । ଏହାସହିତ ଆଉ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଧ୍ୟ ସିସିଇଏ ଅନୁମୋଦନ କରିଛନ୍ତି ।