ଆଜିଠୁ ରାଜ୍ୟରେ ଆରମ୍ଭ ହେଉଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍ ସପ୍ଲିମେଣ୍ଟାରୀ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ।
ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ବା ମାଟ୍ରିକ୍ ପରୀକ୍ଷାରେ ଅକୃତକାର୍ଯ୍ୟ ଏବଂ ଅନୁପସ୍ଥିତ ରହିଥିବା ପରୀକ୍ଷାର୍ଥୀମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ। ପ୍ରତ୍ୟେକ ବିଷୟର ପରୀକ୍ଷା ପୂର୍ବାହ୍ନ ୯ଟା ଠାରୁ ଆରମ୍ଭ ହୋଇ ପୂର୍ବାହ୍ନ ସାଢ଼େ ୧୧ଟା ପର୍ଯ୍ୟନ୍ତ ହେବ।
Also Read
ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବା ନିମନ୍ତେ ୯୭୨ ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଛନ୍ତି। ରାଜ୍ୟରେ ୮୩ଟି ପରୀକ୍ଷା କେନ୍ଦ୍ର କରାଯାଇଛି।ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ପାଇଁ ମୋଟ ୧୨୧ ପରୀକ୍ଷା କେନ୍ଦ୍ର କରାଯାଇଛି। ୨୪ ହଜାର ୫୨୦ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
ଓଡ଼ିଶାରେ ଖୋଲିବ ଆଉ ୮ଟି କେନ୍ଦ୍ରୀୟ ବିଦ୍ୟାଳୟ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାର ୮ଟି ସମେତ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନକୁ ମଞ୍ଜୁରୀ ମିଳିଛି । ଏହାସହିତ ଆଉ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଧ୍ୟ ସିସିଇଏ ଅନୁମୋଦନ କରିଛନ୍ତି ।
Education
ସ୍କୁଲ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ିଲା: ଜାଣନ୍ତୁ, କେଉଁ ଶ୍ରେଣୀ ପାଇଁ କେତେ କରାଗଲା
ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଛନ୍ତି ସରକାର।
Education
ବାହାରିଲା OTET ୨୦୨୪ର ରେଜଲ୍ଟ: ଅସଫଳ ପରୀକ୍ଷାର୍ଥୀଙ୍କୁ କ’ଣ କହିଛି ବୋର୍ଡ, ଜାଣନ୍ତୁ
www.bseodisha.ac.inରେ ଉପଲବ୍ଧ ହେଉଛି ପରୀକ୍ଷା ଫଳ।
Education
୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ଆଉ ୬ମାସ ବଢ଼ିଲା
ଆଜି ଗୁରୁବାର ରାଜଭବନ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଉତ୍କଳ ବିଶ୍ୱବିଦ୍ୟାଳୟ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଓ ରମାଦେବୀ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କ କାର୍ଯ୍ୟକାଳକୁ ରାଜ୍ୟପାଳ ବୃଦ୍ଧି କରିଛନ୍ତି ।
Education
ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ତାରିଖ ଘୋଷଣା କଲା CBSE
ଦଶମ ଶ୍ରେଣୀ ଓ ଦ୍ୱାଦଶ ଶ୍ରେଣୀ ସିବିଏସ୍ଇ ବୋର୍ଡ ପରୀକ୍ଷା 2025 ଫେବୃଆରୀ 15ରୁ ଆରମ୍ଭ ହେବ। ସିବିଏସ୍ଇ ଏହାର ଆଧିକାରୀକ ୱେବସାଇଟ୍ 'cbse.gov.in'ରେ ପରୀକ୍ଷା ସୂଚୀ ପ୍ରକାଶ କରିଛି।