କାଉନସିଲ ମାନିଲା, ବୋର୍ଡ ଦୋଷ ପେଲିଲା

କେବଳ ରେଗୁଲାର ପିଲାଙ୍କ ପ୍ରଶ୍ନରେ ମୋଟ ୧୯ ନମ୍ବର ଚଏସ ଡେଫିସିଟ୍ ରହିଛି। ଯେଉଁ ପିଲା ଏସବୁ ପ୍ରଶ୍ନ ଆଟେମ୍ପଟ ନେଇଥିବେ ଗ୍ରେସ୍ ମାର୍କ ପାଇବେ।

Manoj Swain
  • Published: Tuesday, 27 February 2024
  • Updated: 27 February 2024, 05:50 PM IST

Sports

Latest News

ମାଧ୍ୟମିକ ଶିକ୍ଷା ବୋର୍ଡ ଭୁଲ କରିଥିଲା ଏବେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବି ସମାନ ଅବସ୍ଥା। ପାର୍ଥକ୍ୟ ଏତିକି ଯେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଭୁଲ ମାନିଲା କିନ୍ତୁ ମାଧ୍ୟମିକ ଶିକ୍ଷା ବୋର୍ଡ ଦୋଷ ପେଲିଲା। ଯୁକ୍ତ ୨ ଫିଜିକ୍ସ ପରୀକ୍ଷା ତ୍ରୁଟି ପ୍ରସଙ୍ଗରେ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ପରୀକ୍ଷା ନିୟନ୍ତ୍ରକ ଆଶୋକ ନାୟକ କହିଛନ୍ତି, ଆଉଟ ଅଫ୍ ସିଲାବସ୍ ନୁହେଁ, ଚଏସ୍ ଡେଫିସିଟ୍ ରହିଥିଲା। ରେଗୁଲାର ଓ ଏକ୍ସ ରେଗୁଲାର ସିଲାବସକୁ ନେଇ ପ୍ରଶ୍ନ ପ୍ରସ୍ତୁତ ହୋଇଥିଲା। ସେ କହିଛନ୍ତି, କେବଳ ରେଗୁଲାର ପିଲାଙ୍କ ପ୍ରଶ୍ନରେ ମୋଟ ୧୯ ନମ୍ବର ଚଏସ ଡେଫିସିଟ୍ ରହିଛି। ଯେଉଁ ପିଲା ଏସବୁ ପ୍ରଶ୍ନ ଆଟେମ୍ପଟ ନେଇଥିବେ ଗ୍ରେସ୍ ମାର୍କ ପାଇବେ। ଦେଖନ୍ତୁ ପୂରା ରିପୋର୍ଟ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos