Advertisment

କାଉନସିଲ ମାନିଲା, ବୋର୍ଡ ଦୋଷ ପେଲିଲା

କେବଳ ରେଗୁଲାର ପିଲାଙ୍କ ପ୍ରଶ୍ନରେ ମୋଟ ୧୯ ନମ୍ବର ଚଏସ ଡେଫିସିଟ୍ ରହିଛି। ଯେଉଁ ପିଲା ଏସବୁ ପ୍ରଶ୍ନ ଆଟେମ୍ପଟ ନେଇଥିବେ ଗ୍ରେସ୍ ମାର୍କ ପାଇବେ।

Advertisment

ମାଧ୍ୟମିକ ଶିକ୍ଷା ବୋର୍ଡ ଭୁଲ କରିଥିଲା ଏବେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବି ସମାନ ଅବସ୍ଥା। ପାର୍ଥକ୍ୟ ଏତିକି ଯେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଭୁଲ ମାନିଲା କିନ୍ତୁ ମାଧ୍ୟମିକ ଶିକ୍ଷା ବୋର୍ଡ ଦୋଷ ପେଲିଲା। ଯୁକ୍ତ ୨ ଫିଜିକ୍ସ ପରୀକ୍ଷା ତ୍ରୁଟି ପ୍ରସଙ୍ଗରେ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ପରୀକ୍ଷା ନିୟନ୍ତ୍ରକ ଆଶୋକ ନାୟକ କହିଛନ୍ତି, ଆଉଟ ଅଫ୍ ସିଲାବସ୍ ନୁହେଁ, ଚଏସ୍ ଡେଫିସିଟ୍ ରହିଥିଲା। ରେଗୁଲାର ଓ ଏକ୍ସ ରେଗୁଲାର ସିଲାବସକୁ ନେଇ ପ୍ରଶ୍ନ ପ୍ରସ୍ତୁତ ହୋଇଥିଲା। ସେ କହିଛନ୍ତି, କେବଳ ରେଗୁଲାର ପିଲାଙ୍କ ପ୍ରଶ୍ନରେ ମୋଟ ୧୯ ନମ୍ବର ଚଏସ ଡେଫିସିଟ୍ ରହିଛି। ଯେଉଁ ପିଲା ଏସବୁ ପ୍ରଶ୍ନ ଆଟେମ୍ପଟ ନେଇଥିବେ ଗ୍ରେସ୍ ମାର୍କ ପାଇବେ। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Cuttack CHSE
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe