୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଫର୍ମ ପୂରଣ। କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ପାଇଁ ଫର୍ମ ଫିଲଅପ୍ କରିବେ ଛାତ୍ରଛାତ୍ରୀ। ସେପ୍ଟେମ୍ବର ୧୮ ତାରିଖରୁ ଅକ୍ଟୋବର ୧ ଯାଏଁ ବିନା ଜରିମାନା ଦେୟରେ ଫର୍ମ ପୂରଣ କରିପାରିବେ ଛାତ୍ରଛାତ୍ରୀ।
Also Read
ତେବେ ଅକ୍ଟୋବର ୪ରୁ ୧୪ ତାରିଖ ଭିତରେ ଫର୍ମ ଫିଲଅପ୍ କଲେ ୨୦୦ ଟଙ୍କା ଫାଇନ୍ ପଡ଼ିବ। ସେହିଭଳି ନଭେମ୍ବର ୧୧ରୁ ୧୮ ଭିତରେ ଫର୍ମ ପୂରଣରେ ଲାଗିବ ୬୦୦ ଟଙ୍କା ଜରିମାନା। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
ପ୍ରବଳ ଥଣ୍ଡା, ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ସ୍କୁଲ ଛୁଟି
ପ୍ରବଳ ଥଣ୍ଡା ସାଙ୍ଗକୁ ଘନ କୁହୁଡ଼ି ଅନୁଭୂତ ହେଉଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ସ୍କୁଲ ଛୁଟି ଘୋଷଣା କରିଛନ୍ତି।
Education
ହଟିଲା କଟକଣା: ଏଣିକି ଫେଲ୍ ହେଲେ ଫେଲ୍
୫ମ ଓ ୮ମ ଶ୍ରେଣୀରେ ଫେଲ ହେଉଥିବା ପିଲାମାନଙ୍କୁ ଆଉ ଗୋଟିଏ ସୁଯୋଗ ଦିଆଯିବ। ସେମାନେ ୨ ମାସ ମଧ୍ୟରେ ପୁଣି ପରୀକ୍ଷାର ସୁଯୋଗ ପାଇପାରିବେ।
Education
ଓଡ଼ିଶାରେ ଖୋଲିବ ଆଉ ୮ଟି କେନ୍ଦ୍ରୀୟ ବିଦ୍ୟାଳୟ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାର ୮ଟି ସମେତ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନକୁ ମଞ୍ଜୁରୀ ମିଳିଛି । ଏହାସହିତ ଆଉ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଧ୍ୟ ସିସିଇଏ ଅନୁମୋଦନ କରିଛନ୍ତି ।
Education
ସ୍କୁଲ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ିଲା: ଜାଣନ୍ତୁ, କେଉଁ ଶ୍ରେଣୀ ପାଇଁ କେତେ କରାଗଲା
ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଛନ୍ତି ସରକାର।
Education
ବାହାରିଲା OTET ୨୦୨୪ର ରେଜଲ୍ଟ: ଅସଫଳ ପରୀକ୍ଷାର୍ଥୀଙ୍କୁ କ’ଣ କହିଛି ବୋର୍ଡ, ଜାଣନ୍ତୁ
www.bseodisha.ac.inରେ ଉପଲବ୍ଧ ହେଉଛି ପରୀକ୍ଷା ଫଳ।