Advertisment

୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଫର୍ମ ପୂରଣ

ସେପ୍ଟେମ୍ବର ୧୮ ତାରିଖରୁ ଅକ୍ଟୋବର ୧ ଯାଏଁ ବିନା ଜରିମାନା ଦେୟରେ ଫର୍ମ ପୂରଣ କରିପାରିବେ ଛାତ୍ରଛାତ୍ରୀ।

Chse +2 Exam

Chse +2 Exam

Advertisment

୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଫର୍ମ ପୂରଣ। କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ପାଇଁ ଫର୍ମ ଫିଲଅପ୍ କରିବେ ଛାତ୍ରଛାତ୍ରୀ। ସେପ୍ଟେମ୍ବର ୧୮ ତାରିଖରୁ ଅକ୍ଟୋବର ୧ ଯାଏଁ ବିନା ଜରିମାନା ଦେୟରେ ଫର୍ମ ପୂରଣ କରିପାରିବେ ଛାତ୍ରଛାତ୍ରୀ।

Advertisment

ତେବେ ଅକ୍ଟୋବର ୪ରୁ ୧୪ ତାରିଖ ଭିତରେ ଫର୍ମ ଫିଲଅପ୍ କଲେ ୨୦୦ ଟଙ୍କା ଫାଇନ୍ ପଡ଼ିବ। ସେହିଭଳି ନଭେମ୍ବର ୧୧ରୁ ୧୮ ଭିତରେ ଫର୍ମ ପୂରଣରେ ଲାଗିବ ୬୦୦ ଟଙ୍କା ଜରିମାନା। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। 

Odisha CHSE Plus 2 Exam
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe