ଶିକ୍ଷକ ନିଯୁକ୍ତି ନେଇ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କ ପ୍ରତିକ୍ରିୟା । କହିଲେ, ୨୦ ହଜାର ଶିକ୍ଷକଙ୍କୁ ଯୋଜନାଭିତ୍ତିକ ନିଯୁକ୍ତି ଦିଆଯିବ। ଓସେପା ୱେବସାଇଟ୍ରୁ ତଥ୍ୟ ଜାଣିପାରିବେ । ମୁଖ୍ୟମନ୍ତ୍ରୀ ଏପରି ଐତିହାସିକ ନିଷ୍ପତ୍ତି ନେଇଥିବାରୁ ମୁଁ ତାଙ୍କୁ ଧନ୍ୟବାଦ ଦେଉଛି ।