Advertisment

ସିଲାବସ୍‌ ବାହାରୁ ପଦାର୍ଥ ବିଜ୍ଞାନ ପ୍ରଶ୍ନ: ପିଲା ପାଇବେ ଗ୍ରେସମାର୍କ

CHSE ଯୁକ୍ତ ୨ ଫିଜିକ୍ସ ପରୀକ୍ଷା ତ୍ରୁଟିକୁ ନେଇ ପ୍ରେସମିଟ୍‌ କରି ସୂଚନା ଦେଲେ ପରୀକ୍ଷା ନିୟନ୍ତ୍ରକ ଆଶୋକ ନାୟକ । ଆଉଟ ଅଫ୍‌ ସିଲାବସ୍‌ ନୁହେଁ, ଚଏସ୍‌ ଡେଫିସିଟ୍‌ ରହିଛି ।

Advertisment

CHSE ଯୁକ୍ତ ୨ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ହୋଇଛି ବୋଲି ମାନିଲେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ପରୀକ୍ଷା ନିୟନ୍ତ୍ରକ ଆଶୋକ ନାୟକ କହିଛନ୍ତି, ଆଉଟ ଅଫ୍ ସିଲାବସ୍ ନୁହେଁ, ଚଏସ୍ ଡେଫିସିଟ୍ ରହିଛି। ରେଗୁଲାର ଓ ଏକ୍ସ ରେଗୁଲାର ସିଲାବସକୁ ନେଇ ପ୍ରଶ୍ନ ପ୍ରସ୍ତୁତ ହୋଇଥିଲା। ସେ ଆହୁରି କହିଛନ୍ତି, କେବଳ ରେଗୁଲାର ପିଲାଙ୍କ ପ୍ରଶ୍ନରେ ମୋଟ ୧୯ ନମ୍ବର ଚଏସ ଡେଫସିଟ୍ ରହିଛି। ଯେଉଁ ପିଲା ଏସବୁ ପ୍ରଶ୍ନ ଆଟେମ୍ପ୍‌ଟ ନେଇଥିବେ ଗ୍ରେସ୍‌ ମାର୍କ ପାଇବେ ବୋଲି କହିଲେ CHSE ପରୀକ୍ଷା ନିୟନ୍ତ୍ରକ ।

Advertisment
Odisha +2 Exam CHSE
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe