ଶିକ୍ଷକଙ୍କ ପାଟିରେ ଗଣଶିକ୍ଷା ମନ୍ତ୍ରୀ ହାଏ ହାଏ । ବିଭାଗର ମନ୍ତ୍ରୀ ଓ ସଚିବଙ୍କୁ କରୁଛନ୍ତି କଡା ଭାଷାରେ ସମାଲୋଚନା। ହେଲେ ଖୋଦ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କ ଶିକ୍ଷୟିତ୍ରୀ ପତ୍ନୀ ପଡିଛନ୍ତି ଅଡୁଆରେ। ଶିକ୍ଷକ ସଂଘ ସହିତ ରହିବେ ନା ସ୍ୱାମୀଙ୍କୁ ସମର୍ଥନ କରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
ବାହାରିଲା OTET ୨୦୨୪ର ରେଜଲ୍ଟ: ଅସଫଳ ପରୀକ୍ଷାର୍ଥୀଙ୍କୁ କ’ଣ କହିଛି ବୋର୍ଡ, ଜାଣନ୍ତୁ
www.bseodisha.ac.inରେ ଉପଲବ୍ଧ ହେଉଛି ପରୀକ୍ଷା ଫଳ।
Education
୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ଆଉ ୬ମାସ ବଢ଼ିଲା
ଆଜି ଗୁରୁବାର ରାଜଭବନ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଉତ୍କଳ ବିଶ୍ୱବିଦ୍ୟାଳୟ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଓ ରମାଦେବୀ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କ କାର୍ଯ୍ୟକାଳକୁ ରାଜ୍ୟପାଳ ବୃଦ୍ଧି କରିଛନ୍ତି ।
Education
ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ତାରିଖ ଘୋଷଣା କଲା CBSE
ଦଶମ ଶ୍ରେଣୀ ଓ ଦ୍ୱାଦଶ ଶ୍ରେଣୀ ସିବିଏସ୍ଇ ବୋର୍ଡ ପରୀକ୍ଷା 2025 ଫେବୃଆରୀ 15ରୁ ଆରମ୍ଭ ହେବ। ସିବିଏସ୍ଇ ଏହାର ଆଧିକାରୀକ ୱେବସାଇଟ୍ 'cbse.gov.in'ରେ ପରୀକ୍ଷା ସୂଚୀ ପ୍ରକାଶ କରିଛି।
Education
ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା, ସଂପୂର୍ଣ୍ଣ କାର୍ଯ୍ୟସୂଚୀ ଜାରି
ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ଜାରି।