ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ପରୀକ୍ଷା-ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ। ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକଙ୍କୁ ମୋଦିଙ୍କ ସମ୍ବୋଧନ। ପରୀକ୍ଷା ଚାପ ମୁକାବିଲା ପାଇଁ ଛାତ୍ରଛାତ୍ରୀଙ୍କୁ ଟିପ୍ସ ଦେଉଛନ୍ତି ମୋଦି।